ପ୍ରକାଶିତ 19:18 - ଓଡିଆ ବାଇବେଲ18 ଯେପରି ତୁମ୍ଭେମାନେ ରାଜାମାନଙ୍କର, ସେନାପତିମାନଙ୍କର, ପରାକ୍ରମୀମାନଙ୍କର, ଅଶ୍ୱ ଓ ଅଶ୍ୱାରୋହୀମାନଙ୍କର, ସ୍ୱାଧୀନ ଓ ପରାଧିନ, କ୍ଷୁଦ୍ର ଓ ମହାନ ସମସ୍ତ ଲୋକଙ୍କର ମାଂସ ଭୋଜନ କରିବ । Viz kapitolaପବିତ୍ର ବାଇବଲ (Re-edited) - (BSI)18 ଯେପରି ତୁମ୍ଭେମାନେ ରାଜାମାନଙ୍କର, ସେନାପତି-ମାନଙ୍କର, ପରାକ୍ରମୀମାନଙ୍କର, ଅଶ୍ଵ ଓ ଅଶ୍ଵାରୋହୀ-ମାନଙ୍କର, ସ୍ଵାଧୀନ ଓ ପରାଧୀନ, କ୍ଷୁଦ୍ର ଓ ମହାନ ସମସ୍ତ ଲୋକଙ୍କର ମାଂସ ଭକ୍ଷଣ କରିବ। Viz kapitolaପବିତ୍ର ବାଇବଲ (CL) NT (BSI)18 ରାଜା, ପ୍ରଜା, ସୈନ୍ୟ, ସୈନ୍ୟାଧ୍ୟକ୍ଷ, ଅଶ୍ୱ, ଅଶ୍ୱାରୋହୀ, କ୍ରୀତଦାସ, ସ୍ୱାଧୀନ, ମହାନ୍ ବା ନଗଣ୍ୟ ସମସ୍ତଙ୍କର ମାଂସ ଆସି ଭକ୍ଷଣ କର।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ଯେପରି ତୁମ୍ଭେମାନେ ରାଜାମାନଙ୍କର, ସେନାପତିମାନଙ୍କର, ପରାକ୍ରମୀମାନଙ୍କର, ଅଶ୍ୱ ଓ ଅଶ୍ୱାରୋହୀମାନଙ୍କର, ସ୍ୱାଧୀନ ଓ ପରାଧୀନ, କ୍ଷୁଦ୍ର ଓ ମହାନ ସମସ୍ତ ଲୋକଙ୍କର ମାଂସ ଭୋଜନ କରିବ। Viz kapitolaପବିତ୍ର ବାଇବଲ18 ଆସ, ତୁମ୍ଭେମାନେ ଏକାଠି ହୋଇ ରାଜା, ସେନାପତି ଓ ପ୍ରସିଦ୍ଧ ଲୋକମାନଙ୍କ ଶରୀରର ମାଂସ ତଥା ଅଶ୍ୱ ଓ ସେମାନଙ୍କର ଆରୋହୀଙ୍କର ଓ ସ୍ୱାଧୀନ ଓ ପରାଧୀନ, ସାନ ଓ ବଡ଼, ସବୁ ଲୋକମାନଙ୍କର ମାଂସ ଖାଇବ।” Viz kapitola |