ପ୍ରକାଶିତ 2:7 - ଓଡିଆ ବାଇବେଲ7 ମଣ୍ଡଳୀଗଣଙ୍କୁ ଆତ୍ମା କ'ଣ କହନ୍ତି, ଯାହାର କର୍ଣ୍ଣ ଅଛି, ସେ ତାହା ଶୁଣୁ। ଯେ ଜୟ କରେ, ତାହାକୁ ଆମ୍ଭେ ଈଶ୍ୱରଙ୍କ ପାରଦୀଶରେ ଥିବା ଜୀବନ ବୃକ୍ଷର ଫଳ ଖାଇବାକୁ ଦେବୁ । Viz kapitolaପବିତ୍ର ବାଇବଲ (Re-edited) - (BSI)7 ମଣ୍ତଳୀଗଣଙ୍କୁ ଆତ୍ମା କଅଣ କହନ୍ତି, ଯାହାର କର୍ଣ୍ଣ ଅଛି, ସେ ତାହା ଶୁଣୁ। ଯେ ଜୟ କରେ, ତାହାକୁ ଆମ୍ଭେ ଈଶ୍ଵରଙ୍କ ପାରଦୀଶରେ ଥିବା ଜୀବନବୃକ୍ଷର ଫଳ ଖାଇବାକୁ ଦେବୁ। Viz kapitolaପବିତ୍ର ବାଇବଲ (CL) NT (BSI)7 “ଶୁଣିବାକୁ କାନ ଥିଲେ, ମଣ୍ଡଳୀଗୁଡ଼ିକୁ ପବିତ୍ର ଆତ୍ମା କଅଣ କହୁଅଛନ୍ତି, ଶୁଣ!” “ଯେଉଁମାନେ ବିଜୟ ଲାଭ କରିବେ, ମୁଁ ସେମାନଙ୍କୁ ଈଶ୍ୱରଙ୍କ ଉଦ୍ୟାନରେ ଫଳୁଥିବା ଜୀବନ ବୃକ୍ଷର ଫଳ ଖାଇବା ପାଇଁ ଅଧିକାର ଦେବି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ମଣ୍ଡଳୀଗଣଙ୍କୁ ଆତ୍ମା କଅଣ କହନ୍ତି, ଯାହାର କର୍ଣ୍ଣ ଅଛି, ସେ ତାହା ଶୁଣୁ। ଯେ ଜୟ କରେ, ତାହାକୁ ଆମ୍ଭେ ଈଶ୍ବରଙ୍କ ପାରଦୀଶରେ ଥିବା ଜୀବନ ବୃକ୍ଷର ଫଳ ଖାଇବାକୁ ଦେବୁ।” Viz kapitolaପବିତ୍ର ବାଇବଲ7 “ଯାହାର ଶୁଣିବା ନିମନ୍ତେ କାନ ଅଛି, ମଣ୍ଡଳୀଗୁଡ଼ିକୁ ଆତ୍ମା କହୁଥିବା କଥା ସବୁ ସେ ଶୁଣିବା ଉଚିତ୍।” Viz kapitola |