ପ୍ରକାଶିତ 20:6 - ଓଡିଆ ବାଇବେଲ6 ଯେଉଁମାନେ ପ୍ରଥମ ପୁନରୁତ୍ଥାନର ଅଂଶୀ ହୁଅନ୍ତି, ସେମାନେ ଧନ୍ୟ ଓ ପବିତ୍ର; ସେମାନଙ୍କ ଉପରେ ଦ୍ୱିତୀୟ ମୃତ୍ୟୁର କୌଣସି ଅଧିକାର ନାହିଁ, ବରଂ ସେମାନେ ଈଶ୍ୱରଙ୍କ ଓ ଖ୍ରୀଷ୍ଟଙ୍କ ଯାଜକ ହୋଇ ଏକ ହଜାର ବର୍ଷ ପର୍ଯ୍ୟନ୍ତ ତାହାଙ୍କ ସହିତ ରାଜତ୍ୱ କରିବେ । Viz kapitolaପବିତ୍ର ବାଇବଲ (Re-edited) - (BSI)6 ଯେଉଁମାନେ ପ୍ରଥମ ପୁନରୁତ୍ଥାନର ଅଂଶୀ ହୁଅନ୍ତି, ସେମାନେ ଧନ୍ୟ ଓ ପବିତ୍ର; ସେମାନଙ୍କ ଉପରେ ଦ୍ଵିତୀୟ ମୃତ୍ୟୁର କୌଣସି ଅଧିକାର ନାହିଁ, ବରଞ୍ଚ ସେମାନେ ଈଶ୍ଵରଙ୍କ ଓ ଖ୍ରୀଷ୍ଟଙ୍କ ଯାଜକ ହୋଇ ଏକ ସହସ୍ର ବର୍ଷ ପର୍ଯ୍ୟନ୍ତ ତାହାଙ୍କ ସହିତ ରାଜତ୍ଵ କରିବେ। Viz kapitolaପବିତ୍ର ବାଇବଲ (CL) NT (BSI)6 ମୃତ ବ୍ୟକ୍ତିମାନଙ୍କର ଏହି ପ୍ରଥମ ପୁନରୁତ୍ଥାନରେ ଯେଉଁମାନେ ଅନ୍ତର୍ଭୁକ୍ତ, ସେମାନେ କେଡ଼େ ଭାଗ୍ୟବାନ। ସେମାନେ କେଡ଼େ ସୁଖୀ! ସେମାନଙ୍କୁ ଆଉ ଦ୍ୱିତୀୟ ଥର ମୃତ୍ୟୁଭୋଗ କରିବାକୁ ପଡ଼ିବ ନାହିଁ। ସେମାନେ ଈଶ୍ୱରଙ୍କ ଓ ଖ୍ରୀଷ୍ଟଙ୍କ ଯାଜକ ହୋଇ ଖ୍ରୀଷ୍ଟଙ୍କ ସହିତ ଏକ ସହସ୍ର ବର୍ଷ ପର୍ଯ୍ୟନ୍ତ ରାଜତ୍ୱ କରିବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଯେଉଁମାନେ ପ୍ରଥମ ପୁନରୁତ୍ଥାନର ଅଂଶୀ ହୁଅନ୍ତି, ସେମାନେ ଧନ୍ୟ ଓ ପବିତ୍ର; ସେମାନଙ୍କ ଉପରେ ଦ୍ୱିତୀୟ ମୃତ୍ୟୁର କୌଣସି ଅଧିକାର ନାହିଁ, ବରଂ ସେମାନେ ଈଶ୍ବରଙ୍କ ଓ ଖ୍ରୀଷ୍ଟଙ୍କ ଯାଜକ ହୋଇ ଏକ ହଜାର ବର୍ଷ ପର୍ଯ୍ୟନ୍ତ ତାହାଙ୍କ ସହିତ ରାଜତ୍ୱ କରିବେ। Viz kapitolaପବିତ୍ର ବାଇବଲ6 ଏହି ପ୍ରଥମ ପୁନରୁତ୍ଥାନରେ ଯେଉଁମାନେ ଅଂଶୀ ହୁଅନ୍ତି, ସେମାନେ ଧନ୍ୟ ଓ ପବିତ୍ର। ଏମାନଙ୍କ ଉପରେ ଦ୍ୱିତୀୟ ମୃତ୍ୟୁର କୌଣସି କ୍ଷମତା ନାହିଁ। ସେହି ଲୋକମାନେ ପରମେଶ୍ୱରଙ୍କର ଓ ଖ୍ରୀଷ୍ଟଙ୍କର ଯାଜକ ହେବେ। ସେମାନେ ତାହାଙ୍କ ସହିତ ଏକହଜାର ବର୍ଷ ପର୍ଯ୍ୟନ୍ତ ଶାସନ କରିବେ। Viz kapitola |