ପ୍ରକାଶିତ 21:12 - ଓଡିଆ ବାଇବେଲ12 ତାହାର ଗୋଟିଏ ବୃହତ୍ ଓ ଉଚ୍ଚ ପ୍ରାଚୀର ଅଛି, ସେଥିର ଦ୍ୱାଦଶ ଦ୍ୱାର, ସେହି ଦ୍ୱାରରେ ଦ୍ୱାଦଶ ଦୂତ ଓ ଦ୍ୱାରସମୂହର ଉପରେ ଇସ୍ରାଏଲ ସନ୍ତାନମାନଙ୍କର ଦ୍ୱାଦଶ ବଂଶର ନାମ ଲିଖିତ ଅଛି । Viz kapitolaପବିତ୍ର ବାଇବଲ (Re-edited) - (BSI)12 ତାହାର ଗୋଟିଏ ବୃହତ ଓ ଉଚ୍ଚ ପ୍ରାଚୀର ଅଛି, ସେଥିର ଦ୍ଵାଦଶ ଦ୍ଵାର, ସେହି ଦ୍ଵାରରେ ଦ୍ଵାଦଶ ଦୂତ ଓ ଦ୍ଵାରସମୂହର ଉପରେ ଇସ୍ରାଏଲ ସନ୍ତାନମାନଙ୍କ ଦ୍ଵାଦଶ ବଂଶର ନାମ ଲିଖିତ ଅଛି। Viz kapitolaପବିତ୍ର ବାଇବଲ (CL) NT (BSI)12 ଏହାର ଗୋଟିଏ ବିରାଟ ଉଚ୍ଚ ପ୍ରାଚୀର ଥିଲା। ଏହି ପ୍ରାଚୀରରେ ଦ୍ୱାଦଶ ସ୍ୱର୍ଗଦୂତଙ୍କ ଦ୍ୱାରା ସୁରକ୍ଷିତ ଦ୍ୱାଦଶ ଦ୍ୱାର ଥିଲା ଓ ସେହି ଦ୍ୱାରମାନଙ୍କ ଉପରେ ଇଶ୍ରାଏଲ ଜାତିର ଦ୍ୱାଦଶ ଗୋଷ୍ଠୀଙ୍କ ନାମ ଲେଖାଯାଇଥିଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ତାହାର ଗୋଟିଏ ବୃହତ୍ ଓ ଉଚ୍ଚ ପ୍ରାଚୀର ଅଛି, ସେଥିର ଦ୍ୱାଦଶ ଦ୍ୱାର, ସେହି ଦ୍ୱାରରେ ଦ୍ୱାଦଶ ଦୂତ ଓ ଦ୍ୱାରସମୂହର ଉପରେ ଇସ୍ରାଏଲ ସନ୍ତାନମାନଙ୍କର ଦ୍ୱାଦଶ ବଂଶର ନାମ ଲିଖିତ ଅଛି। Viz kapitolaପବିତ୍ର ବାଇବଲ12 ନଗରୀର ଗୋଟିଏ ବଡ଼ ଉଚ୍ଚ କାନ୍ଥ ଥିଲା। ଏହାର ବାରଟି ପ୍ରବେଶଦ୍ୱାର ଥିଲା। ସେହି ଦ୍ୱାରମାନଙ୍କରେ ବାରଟି ସ୍ୱର୍ଗଦୂତ ଥିଲେ। ପ୍ରତ୍ୟେକ ପ୍ରବେଶ ଦ୍ୱାରରେ ଇସ୍ରାଏଲର ବାରଟି ପରିବାରର ଗୋଟିଏ ଗୋଟିଏ ଦଳର ନାମ ଖୋଦିତ ଥିଲା। Viz kapitola |