ପ୍ରକାଶିତ 21:15 - ଓଡିଆ ବାଇବେଲ15 ଯେ ମୋ ସହିତ କଥା କହୁଥିଲେ, ତାହାଙ୍କ ହସ୍ତରେ ନଗରୀ, ତାହାର ଦ୍ୱାରସମୂହ ଓ ପ୍ରାଚୀର ମାପ କରିବା ନିମନ୍ତେ ଗୋଟିଏ ସୁବର୍ଣ୍ଣ ପରିମାପକ ନଳ ଥିଲା । Viz kapitolaପବିତ୍ର ବାଇବଲ (Re-edited) - (BSI)15 ଯେ ମୋʼ ସହିତ କଥା କହୁଥିଲେ, ତାହାଙ୍କ ହସ୍ତରେ ନଗରୀ, ତାହାର ଦ୍ଵାରସମୂହ ଓ ପ୍ରାଚୀର ମାପ କରିବା ନିମନ୍ତେ ଗୋଟିଏ ସୁବର୍ଣ୍ଣ ପରିମାପକ ନଳ ଥିଲା। Viz kapitolaପବିତ୍ର ବାଇବଲ (CL) NT (BSI)15 ମୋ’ ସହିତ କଥା କହୁଥିବା ଦୂତଙ୍କ ହାତରେ ନଗରୀ, ପ୍ରାଚୀର ଓ ଦ୍ୱାରଗୁଡ଼ିକ ମାପିବା ନିମନ୍ତେ ଏକ ସୁବର୍ଣ୍ଣ ମାପ କାଠି ଥିଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ଯେ ମୋ ସହିତ କଥା କହୁଥିଲେ, ତାହାଙ୍କ ହସ୍ତରେ ନଗରୀ, ତାହାର ଦ୍ୱାରସମୂହ ଓ ପ୍ରାଚୀର ମାପ କରିବା ନିମନ୍ତେ ଗୋଟିଏ ସୁବର୍ଣ୍ଣ ପରିମାପକ ନଳ ଥିଲା। Viz kapitolaପବିତ୍ର ବାଇବଲ15 ମୋ’ ସହିତ କଥାବାର୍ତ୍ତା ହେଉଥିବା ସ୍ୱର୍ଗଦୂତଙ୍କ ହାତରେ ଗୋଟିଏ ସୁନାର ମାପଦଣ୍ଡ ଥିଲା। ସେ ନଗର, ଏହାର ପ୍ରବେଶ ଦ୍ୱାର ଏବଂ ଏହାର କାନ୍ଥ ମାପ କରିବା ପାଇଁ ଏହି ମାପଦଣ୍ଡ ନିଜ ହାତରେ ରଖିଥିଲେ। Viz kapitola |