ପ୍ରକାଶିତ 21:2 - ଓଡିଆ ବାଇବେଲ2 ପୁଣି, ମୁଁ ପବିତ୍ର ନଗରୀ, ଅର୍ଥାତ୍ ନୂତନ ଯିରୁଶାଲମକୁ ବର ନିମନ୍ତେ ସଜ୍ଜିତା କନ୍ୟାର ସଦୃଶ ପ୍ରସ୍ତୁତା ହୋଇ ସ୍ୱର୍ଗରୁ ଈଶ୍ୱରଙ୍କ ନିକଟରୁ ଅବତରଣ କରିବାର ଦେଖିଲି । Viz kapitolaପବିତ୍ର ବାଇବଲ (Re-edited) - (BSI)2 ପୁଣି ମୁଁ ପବିତ୍ର ନଗରୀ, ଅର୍ଥାତ୍, ନୂତନ ଯିରୂଶାଲମକୁ ବର ନିମନ୍ତେ ସଜ୍ଜିତା କନ୍ୟାର ସଦୃଶ ପ୍ରସ୍ତୁତା ହୋଇ ସ୍ଵର୍ଗରୁ ଈଶ୍ଵରଙ୍କ ନିକଟରୁ ଅବତରଣ କରିବାର ଦେଖିଲି। Viz kapitolaପବିତ୍ର ବାଇବଲ (CL) NT (BSI)2 ପୁଣି ଏକ ପବିତ୍ର ନଗରୀ, ନୂତନ ଯିରୁଶାଲମ, କନ୍ୟା ବେଶରେ ସଜ୍ଜିତା ହୋଇ ସ୍ୱର୍ଗରୁ ଈଶ୍ୱରଙ୍କ ନିକଟରୁ ପୃଥିବୀ ଉପରକୁ ଅବତରଣ କଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ପୁଣି, ମୁଁ ପବିତ୍ର ନଗରୀ, ଅର୍ଥାତ୍ ନୂତନ ଯିରୂଶାଲମ ସହରକୁ ବର ନିମନ୍ତେ ସଜ୍ଜିତା କନ୍ୟାର ସଦୃଶ ପ୍ରସ୍ତୁତ ହୋଇ ସ୍ୱର୍ଗରୁ ଈଶ୍ବରଙ୍କ ନିକଟରୁ ଅବତରଣ କରିବାର ଦେଖିଲି। Viz kapitolaପବିତ୍ର ବାଇବଲ2 ତା'ପରେ ମୁଁ ପରମେଶ୍ୱରଙ୍କଠାରୁ ସ୍ୱର୍ଗରୁ ପବିତ୍ର ନଗରୀ ତଳକୁ ଆସିବାର ଦେଖିଲି। ଏହି ପବିତ୍ର ନଗରୀ ନୂତନ ଯିରୁଶାଲମ ଅଟେ। ବର ପାଇଁ କନ୍ୟା ଯେପରି ସୁସଜ୍ଜିତା ହୋଇଥାଏ, ଠିକ୍ ସେହିପରି ଏହା ପ୍ରସ୍ତୁତ ଥିଲା। Viz kapitola |