ପ୍ରକାଶିତ 21:24 - ଓଡିଆ ବାଇବେଲ24 ସେଥିର ଆଲୋକରେ ଜାତିସମୂହ ଗମନାଗମନ କରିବେ, ପୁଣି, ପୃଥିବୀର ରାଜାମାନେ ଆପଣା ଆପଣା ଏୗଶ୍ୱର୍ଯ୍ୟ ତାହା ମଧ୍ୟକୁ ଆଣିବେ । Viz kapitolaପବିତ୍ର ବାଇବଲ (Re-edited) - (BSI)24 ସେଥିର ଆଲୋକରେ ଜାତିସମୂହ ଗମନାଗମନ କରିବେ, ପୁଣି ପୃଥିବୀର ରାଜାମାନେ ଆପଣା ଆପଣା ଐଶ୍ଵର୍ଯ୍ୟ ତାହା ମଧ୍ୟକୁ ଆଣିବେ। Viz kapitolaପବିତ୍ର ବାଇବଲ (CL) NT (BSI)24 ପୃଥିବୀର ସମଗ୍ର ମାନବ ଜାତି ତାହାର ଆଲୋକରେ ଗମନାଗମନ କରିବେ। ପୃଥିବୀର ରାଜାମାନେ ଏଠାରେ ସେମାନଙ୍କର ଧନ ସମ୍ପତ୍ତି ଆଣି ଉତ୍ସର୍ଗ କରିବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ସେଥିର ଆଲୋକରେ ଜାତିସମୂହ ଗମନାଗମନ କରିବେ, ପୁଣି, ପୃଥିବୀର ରାଜାମାନେ ଆପଣା ଆପଣା ଐଶ୍ୱର୍ଯ୍ୟ ତାହା ମଧ୍ୟକୁ ଆଣିବେ। Viz kapitolaପବିତ୍ର ବାଇବଲ24 ନଗରୀର ଆଲୋକରେ ଜାତିସମୂହର ଲୋକମାନେ ଗ୍ଭଲିବେ। ପୃଥିବୀର ରାଜାମାନେ ସେମାନଙ୍କର ଐଶ୍ୱର୍ଯ୍ୟ ଏହି ନଗରୀକୁ ଦେବେ। Viz kapitola |