ପ୍ରକାଶିତ 21:9 - ଓଡିଆ ବାଇବେଲ9 ତତ୍ପରେ ଯେଉଁ ସପ୍ତ ଦୂତ ଶେଷ ସପ୍ତ କ୍ଲେଶରେ ପରିପୂର୍ଣ୍ଣ ସପ୍ତ ପାତ୍ର ଧରିଥିଲେ, ସେମାନଙ୍କ ମଧ୍ୟରୁ ଜଣେ ଆସି ମୋତେ କହିଲେ, ଏଠାକୁ ଆସ, ମୁଁ ତୁମ୍ଭକୁ ସେହି କନ୍ୟା, ଅର୍ଥାତ୍ ମେଷଶାବକଙ୍କ ଭାର୍ଯ୍ୟାକୁ ଦେଖାଇବି । Viz kapitolaପବିତ୍ର ବାଇବଲ (Re-edited) - (BSI)9 ତତ୍ପରେ ଯେଉଁ ସପ୍ତ ଦୂତ ଶେଷ ସପ୍ତ କ୍ଳେଶରେ ପରିପୂର୍ଣ୍ଣ ସପ୍ତ ପାତ୍ର ଧରିଥିଲେ, ସେମାନଙ୍କ ମଧ୍ୟରୁ ଜଣେ ଆସି ମୋତେ କହିଲେ, ଏଠାକୁ ଆସ, ମୁଁ ତୁମ୍ଭକୁ ସେହି କନ୍ୟା, ଅର୍ଥାତ୍, ମେଷଶାବକଙ୍କ ଭାର୍ଯ୍ୟାକୁ ଦେଖାଇବି। Viz kapitolaପବିତ୍ର ବାଇବଲ (CL) NT (BSI)9 ସପ୍ତ ଅନ୍ତିମ ମହାମାରୀପୂର୍ଣ୍ଣ ସପ୍ତ ପାତ୍ର ଧରିଥିବା ସପ୍ତ ଦୂତଙ୍କ, ମଧ୍ୟରୁ ଜଣେ ମୋ’ ନିକଟକୁ ଆସି କହିଲେ, “ଆସ, ମେଷଶାବକଙ୍କ ପତ୍ନୀ ନବବଧୂଙ୍କୁ ଦେଖିବ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ତତ୍ପରେ ଯେଉଁ ସପ୍ତ ଦୂତ ଶେଷ ସପ୍ତ କ୍ଲେଶରେ ପରିପୂର୍ଣ୍ଣ ସପ୍ତ ପାତ୍ର ଧରିଥିଲେ, ସେମାନଙ୍କ ମଧ୍ୟରୁ ଜଣେ ଆସି ମୋତେ କହିଲେ, ଏଠାକୁ ଆସ, ମୁଁ ତୁମ୍ଭକୁ ସେହି କନ୍ୟା, ଅର୍ଥାତ୍ ମେଷଶାବକଙ୍କ ଭାର୍ଯ୍ୟାକୁ ଦେଖାଇବି। Viz kapitolaପବିତ୍ର ବାଇବଲ9 ତା'ପରେ ସାତ ଜଣ ସ୍ୱର୍ଗଦୂତଙ୍କ ମଧ୍ୟରୁ ଯେଉଁମାନଙ୍କ ପାଖରେ ସାତୋଟି ଶେଷ କ୍ଳେଶର ସାତ ପାତ୍ର ଥିଲା, ସେହିମାନଙ୍କ ମଧ୍ୟରୁ ଜଣେ ମୋ’ ପାଖକୁ ଆସିଲେ। ସେହି ସ୍ୱର୍ଗଦୂତ ମୋତେ କହିଲେ, “ମୋ’ ସହିତ ଆସ। ମୁଁ ତୁମ୍ଭକୁ ବଧୂକୁ ଦେଖାଇବି। ସେ ମେଷଶାବକଙ୍କର ସ୍ତ୍ରୀ। Viz kapitola |