ପ୍ରକାଶିତ 3:1 - ଓଡିଆ ବାଇବେଲ1 ସାର୍ଦ୍ଦୀ ମଣ୍ଡଳୀର ଦୂତ ନିକଟକୁ ଲେଖ:- ଯେ ଈଶ୍ୱରଙ୍କ ସପ୍ତ ଆତ୍ମା ଓ ସପ୍ତ ନକ୍ଷତ୍ର ଧାରଣ କରନ୍ତି, ସେ ଏହା କହନ୍ତି, ଆମ୍ଭେ ତୁମ୍ଭର କର୍ମ ଜାଣୁ, ତୁମ୍ଭେ ନାମରେ ଜୀବିତ, ମାତ୍ର ପ୍ରକୃତରେ ମୃତ । Viz kapitolaପବିତ୍ର ବାଇବଲ (Re-edited) - (BSI)1 ସାର୍ଦ୍ଦୀ ମଣ୍ତଳୀର ଦୂତ ନିକଟକୁ ଲେଖ : ଯେ ଈଶ୍ଵରଙ୍କ ସପ୍ତ ଆତ୍ମା ଓ ସପ୍ତ ନକ୍ଷତ୍ର ଧାରଣ କରନ୍ତି, ସେ ଏହା କହନ୍ତି, ଆମ୍ଭେ ତୁମ୍ଭର କର୍ମ ଜାଣୁ, ତୁମ୍ଭେ ନାମରେ ଜୀବିତ, ମାତ୍ର ପ୍ରକୃତରେ ମୃତ। Viz kapitolaପବିତ୍ର ବାଇବଲ (CL) NT (BSI)1 “ସାର୍ଦ୍ଦିସ୍ରେ ଥିବା ମଣ୍ଡଳୀର ଦୂତଙ୍କ ନିକଟକୁ ଲେଖ। “ଈଶ୍ୱରଙ୍କ ସପ୍ତ ଆତ୍ମା ଓ ସପ୍ତ ନକ୍ଷତ୍ର ଧାରଣ କରିଥିବା ବ୍ୟକ୍ତିଙ୍କଠାରୁ ଏହି ବାର୍ତ୍ତା। ମୁଁ ତୁମର କାର୍ଯ୍ୟକଳାପ ଜାଣେ; ତୁମ୍ଭେମାନେ ମୃତ ହୋଇଥିଲେ ମଧ୍ୟ ଜୀବିତ ଅଛ ବୋଲି ଖ୍ୟାତି ଲାଭ କରିଛ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 “ସାର୍ଦ୍ଦୀ ମଣ୍ଡଳୀର ଦୂତ ନିକଟକୁ ଲେଖ: ଯେ ଈଶ୍ବରଙ୍କ ସପ୍ତ ଆତ୍ମା ଓ ସପ୍ତ ନକ୍ଷତ୍ର ଧାରଣ କରନ୍ତି, ସେ ଏହା କହନ୍ତି, ଆମ୍ଭେ ତୁମ୍ଭର କର୍ମ ଜାଣୁ, ତୁମ୍ଭେ ନାମରେ ଜୀବିତ, ମାତ୍ର ପ୍ରକୃତରେ ମୃତ। Viz kapitolaପବିତ୍ର ବାଇବଲ1 “ସାର୍ଦ୍ଦୀ ମଣ୍ଡଳୀର ଦୂତଙ୍କୁ ଏହା ଲେଖ: “ଯାହାଙ୍କଠାରେ ପରମେଶ୍ୱରଙ୍କର ସାତୋଟି ଆତ୍ମା ଓ ସାତୋଟି ନକ୍ଷତ୍ର ଅଛି, ସେ ଏହି କଥାଗୁଡ଼ିକ ତୁମ୍ଭକୁ କହୁଛନ୍ତି, “ମୁଁ ତୁମ୍ଭ କର୍ମ ବିଷୟରେ ଜାଣେ। ଲୋକମାନେ କହନ୍ତି, ତୁମ୍ଭେ ନାମକୁ ମାତ୍ର ଜୀବିତ, କିନ୍ତୁ ପ୍ରକୃତରେ ମୃତ। Viz kapitola |