ପ୍ରକାଶିତ 3:6 - ଓଡିଆ ବାଇବେଲ6 ମଣ୍ଡଳୀଗଣଙ୍କୁ ଆତ୍ମା କ'ଣ କହନ୍ତି, ଯାହାର କର୍ଣ୍ଣ ଅଛି, ସେ ତାହା ଶୁଣୁ । Viz kapitolaପବିତ୍ର ବାଇବଲ (Re-edited) - (BSI)6 ମଣ୍ତଳୀଗଣଙ୍କୁ ଆତ୍ମା କଅଣ କହନ୍ତି, ଯାହାର କର୍ଣ୍ଣ ଅଛି, ସେ ତାହା ଶୁଣୁ। Viz kapitolaପବିତ୍ର ବାଇବଲ (CL) NT (BSI)6 “ଶୁଣିବାକୁ କାନ ଥିଲେ, ମଣ୍ଡଳୀମାନଙ୍କୁ ପବିତ୍ରାତ୍ମା କଅଣ କହୁଛନ୍ତି, ମନ ଦେଇ ଶୁଣ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ମଣ୍ଡଳୀଗଣଙ୍କୁ ଆତ୍ମା କଅଣ କହନ୍ତି, ଯାହାର କର୍ଣ୍ଣ ଅଛି, ସେ ତାହା ଶୁଣୁ।” Viz kapitolaପବିତ୍ର ବାଇବଲ6 ଯାହାର ଶୁଣିବା ନିମନ୍ତେ କାନ ଅଛି, ମଣ୍ଡଳୀଗୁଡ଼ିକୁ ଆତ୍ମା କହୁଥିବା କଥାସବୁ ସେ ଶୁଣିବା ଉଚିତ୍। Viz kapitola |