ପ୍ରକାଶିତ 4:11 - ଓଡିଆ ବାଇବେଲ11 ହେ ଆମ୍ଭମାନଙ୍କର ପ୍ରଭୁ ଓ ଈଶ୍ୱର, ତୁମ୍ଭେ ଗୌରବ, ସମ୍ଭ୍ରମ ଓ ପରାକ୍ରମ ପାଇବାକୁ ଯୋଗ୍ୟ ଅଟ, ତୁମ୍ଭେ ସମସ୍ତ ସୃଷ୍ଟି କରିଅଛ, ଆଉ ତୁମ୍ଭ ଇଚ୍ଛାରେ ସେହି ସବୁ ସତ୍ତା ପ୍ରାପ୍ତ ହୋଇ ସୃଷ୍ଟ ହୋଇଅଛି । Viz kapitolaପବିତ୍ର ବାଇବଲ (Re-edited) - (BSI)11 ହେ ଆମ୍ଭମାନଙ୍କର ପ୍ରଭୁ ଓ ଈଶ୍ଵର, ତୁମ୍ଭେ ଗୌରବ, ସମ୍ଭ୍ରମ ଓ ପରାକ୍ରମ ପାଇବାକୁ ସୁଭାଜନ ଅଟ, ତୁମ୍ଭେ ସମସ୍ତ ସୃଷ୍ଟି କରିଅଛ, ଆଉ ତୁମ୍ଭ ଇଚ୍ଛାରେ ସେହିସବୁ ସତ୍ତ୍ଵ ପ୍ରାପ୍ତ ହୋଇ ସୃଷ୍ଟ ହୋଇଅଛି। Viz kapitolaପବିତ୍ର ବାଇବଲ (CL) NT (BSI)11 “ହେ ଆମ୍ଭମାନଙ୍କର ପ୍ରଭୁ ଈଶ୍ୱର! ତୁମେ ହିଁ ଗୌରବ, ସମ୍ଭ୍ରବ ଓ ପରାକ୍ରମର ଭାଜନ, କାରଣ, ତୁମେ ସମସ୍ତ ବିଷୟ ସୃଷ୍ଟି କରିଛ। ନିଜ ଇଚ୍ଛାରେ ସେହି ସମସ୍ତଙ୍କୁ ଅସ୍ତିତ୍ୱ ପ୍ରଦାନ କରିଛ, ପ୍ରାଣୀମାନଙ୍କୁ ସଜୀବ କରିଛ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 “ହେ ଆମ୍ଭମାନଙ୍କର ପ୍ରଭୁ ଓ ଈଶ୍ବର, ତୁମ୍ଭେ ଗୌରବ, ସମ୍ଭ୍ରମ ଓ ପରାକ୍ରମ ପାଇବାକୁ ଯୋଗ୍ୟ ଅଟ, ତୁମ୍ଭେ ସମସ୍ତ ସୃଷ୍ଟି କରିଅଛ, ଆଉ ତୁମ୍ଭ ଇଚ୍ଛାରେ, ସେହିସବୁ ସତ୍ତା ପ୍ରାପ୍ତ ହୋଇ ସୃଷ୍ଟ ହୋଇଅଛି।” Viz kapitolaପବିତ୍ର ବାଇବଲ11 “ହେ ପ୍ରଭୁ, ଆମ୍ଭର ପରମେଶ୍ୱର! ତୁମ୍ଭେ ଗୌରବ, ସମ୍ମାନ ଓ କ୍ଷମତା ପାଇବା ପାଇଁ ଯୋଗ୍ୟ ତୁମ୍ଭେ ହିଁ ଏସବୁ ସୃଷ୍ଟି କରିଅଛ। ତୁମ୍ଭ ଇଚ୍ଛା ଅନୁସାରେ ସମସ୍ତ ବିଷୟର ସୃଷ୍ଟି ହୋଇଛି ଓ ଅସ୍ତିତ୍ୱ ପାଇଅଛି।” Viz kapitola |