ପ୍ରକାଶିତ 6:1 - ଓଡିଆ ବାଇବେଲ1 ତହୁଁ ମୁଁ ମେଷଶାବକଙ୍କୁ ସପ୍ତ ମୁଦ୍ରା ମଧ୍ୟରୁ ପ୍ରଥମ ମୁଦ୍ରା ଭାଙ୍ଗିବାର ଦେଖିଲି, ଆଉ ଚାରି ପ୍ରାଣୀଙ୍କ ମଧ୍ୟରୁ ଜଣକୁ ବଜ୍ର ପରି ସ୍ୱରରେ ଏହା କହୁଥିବା ଶୁଣିଲି, ଆସ । Viz kapitolaପବିତ୍ର ବାଇବଲ (Re-edited) - (BSI)1 ତହୁଁ ମୁଁ ମେଷଶାବକଙ୍କୁ ସପ୍ତ ମୁଦ୍ରା ମଧ୍ୟରୁ ପ୍ରଥମ ମୁଦ୍ରା ଭାଙ୍ଗିବାର ଦେଖିଲି, ଆଉ ଚାରି ପ୍ରାଣୀଙ୍କ ମଧ୍ୟରୁ ଜଣଙ୍କୁ ବଜ୍ରନିର୍ଘୋଷ ସ୍ଵରରେ ଏହା କହୁଥିବା ଶୁଣିଲି, ଆସ। Viz kapitolaପବିତ୍ର ବାଇବଲ (CL) NT (BSI)1 ତା’ପରେ ମୁଁ ଦେଖିଲି, ମେଷଶାବକ ସାତଟି ମୋହର ମଧ୍ୟରୁ ପ୍ରଥମଟି ଭାଙ୍ଗିଲେ ଏବଂ ଚାରି ପ୍ରାଣୀଙ୍କ ମଧ୍ୟରୁ ଜଣେ ମୋତେ ବଜ୍ରଗମ୍ଭୀର ସ୍ୱରରେ କହିଲେ, “ଆସ!” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ତହୁଁ ମୁଁ ମେଷଶାବକଙ୍କୁ ସପ୍ତ ମୁଦ୍ରା ମଧ୍ୟରୁ ପ୍ରଥମ ମୁଦ୍ରା ଭାଙ୍ଗିବାର ଦେଖିଲି, ଆଉ ଚାରି ପ୍ରାଣୀଙ୍କ ମଧ୍ୟରୁ ଜଣକୁ ବଜ୍ର ପରି ସ୍ୱରରେ ଏହା କହୁଥିବା ଶୁଣିଲି, ଆସ। Viz kapitolaପବିତ୍ର ବାଇବଲ1 ତା'ପରେ ମୁଁ ମେଷଶାବକଙ୍କୁ ପୁସ୍ତକର ସାତମୁଦ୍ରାଙ୍କ ମଧ୍ୟରୁ ପ୍ରଥମ ମୁଦ୍ରାକୁ ଭାଙ୍ଗିବାର ଦେଖିଲି। ସେହି ଗ୍ଭରି ଜଣ ଜୀବିତ ପ୍ରାଣୀଙ୍କ ମଧ୍ୟରୁ ଜଣେ ବଜ୍ର ପରି ଉଚ୍ଚ ସ୍ୱରରେ କହିଲେ, “ଆସ” Viz kapitola |