ପ୍ରକାଶିତ 6:17 - ଓଡିଆ ବାଇବେଲ17 କାରଣ ସେମାନଙ୍କ କ୍ରୋଧର ମହାଦିନ ଉପସ୍ଥିତ ହୋଇଅଛି ଆଉ କିଏ ଠିଆ ହୋଇ ପାରେ ? Viz kapitolaପବିତ୍ର ବାଇବଲ (Re-edited) - (BSI)17 କାରଣ ସେମାନଙ୍କ କ୍ରୋଧର ମହାଦିନ ଉପସ୍ଥିତ ହୋଇଅଛି, ଆଉ କିଏ ଠିଆ ହୋଇ ପାରେ? Viz kapitolaପବିତ୍ର ବାଇବଲ (CL) NT (BSI)17 ସେମାନଙ୍କ କ୍ରୋଧର ଭୟଙ୍କର ଦିବସ ଉପସ୍ଥିତ। କିଏ ତାହା ପ୍ରତିରୋଧ କରିପାରିବ?” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 କାରଣ ସେମାନଙ୍କ କ୍ରୋଧର ମହାଦିନ ଉପସ୍ଥିତ ହୋଇଅଛି ଆଉ କିଏ ଠିଆ ହୋଇପାରେ? Viz kapitolaପବିତ୍ର ବାଇବଲ17 ସେମାନଙ୍କର କ୍ରୋଧର ମହାଦିନ ଆସି ଗଲାଣି। ଏହା ବିରୁଦ୍ଧରେ କେହି ଠିଆ ହୋଇ ପାରିବେ ନାହିଁ।” Viz kapitola |