ପ୍ରକାଶିତ 7:2 - ଓଡିଆ ବାଇବେଲ2 ପୁଣି, ମୁଁ ଆଉ ଜଣେ ଦୂତଙ୍କୁ ପୂର୍ବଦିଗରୁ ଉଠି ଆସିବାର ଦେଖିଲି; ତାହାଙ୍କ ହସ୍ତରେ ଜୀବିତ ଈଶ୍ୱରଙ୍କର ମୁଦ୍ରା ଥିଲା । ପୃଥିବୀ ଓ ସମୁଦ୍ରର କ୍ଷତି କରିବା ନିମନ୍ତେ କ୍ଷମତା ପାଇଥିବା ସେହି ଚାରି ଦୂତଙ୍କୁ ସେ ଉଚ୍ଚସ୍ୱରରେ ଡାକି କହିଲେ, Viz kapitolaପବିତ୍ର ବାଇବଲ (Re-edited) - (BSI)2 ପୁଣି ମୁଁ ଆଉ ଜଣେ ଦୂତଙ୍କୁ ପୂର୍ବଦିଗରୁ ଉଠି ଆସିବାର ଦେଖିଲି; ତାହାଙ୍କ ହସ୍ତରେ ଜୀବିତ ଈଶ୍ଵରଙ୍କର ମୁଦ୍ରା ଥିଲା। ପୃଥିବୀ ଓ ସମୁଦ୍ରର କ୍ଷତି କରିବା ନିମନ୍ତେ କ୍ଷମତା ପ୍ରାପ୍ତ ସେହି ଚାରି ଦୂତଙ୍କୁ ସେ ଉଚ୍ଚ ସ୍ଵରରେ ଡାକି କହିଲେ, Viz kapitolaପବିତ୍ର ବାଇବଲ (CL) NT (BSI)2 ପୁଣି ମୁଁ ଦେଖିଲି, ଆଉ ଜଣେ ସ୍ୱର୍ଗଦୂତ ଚିରଞ୍ଜୀବୀ ଈଶ୍ୱରଙ୍କ ମୋହର ନେଇ ପୂର୍ବ ଦିଗରୁ ଆସୁଛନ୍ତି। ଏହି ଦୂତ ପୃଥିବୀ ଓ ସମୁଦ୍ରକୁ ବିନଷ୍ଟ କରିବା ପାଇଁ ଈଶ୍ୱର ଯେଉଁ ଚାରି ଦୂତଙ୍କୁ କ୍ଷମତା ଦେଇଥିଲେ, Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ପୁଣି, ମୁଁ ଆଉ ଜଣେ ଦୂତଙ୍କୁ ପୂର୍ବଦିଗରୁ ଉଠି ଆସିବାର ଦେଖିଲି; ତାହାଙ୍କ ହସ୍ତରେ ଜୀବିତ ଈଶ୍ବରଙ୍କର ମୁଦ୍ରା ଥିଲା। ପୃଥିବୀ ଓ ସମୁଦ୍ରର କ୍ଷତି କରିବା ନିମନ୍ତେ କ୍ଷମତା ପାଇଥିବା ସେହି ଚାରି ଦୂତଙ୍କୁ ସେ ଉଚ୍ଚସ୍ୱରରେ ଡାକି କହିଲେ, Viz kapitolaପବିତ୍ର ବାଇବଲ2 ତା'ପରେ ମୁଁ ଅନ୍ୟ ଜଣେ ସ୍ୱର୍ଗଦୂତଙ୍କୁ ପୂର୍ବଦିଗରୁ ଆସିବାର ଦେଖିଲି। ଏହି ଦୂତଙ୍କ ପାଖରେ ଜୀବିତ ପରମେଶ୍ୱରଙ୍କର ମୁଦ୍ରା ଥିଲା। ସେ ଉଚ୍ଚ ସ୍ୱରରେ ଗ୍ଭରି ଜଣ ସ୍ୱର୍ଗଦୂତଙ୍କୁ ଡାକିଲେ, ଯେଉଁମାନଙ୍କୁ ପରମେଶ୍ୱର ପୃଥିବୀ ଓ ସମୁଦ୍ରର କ୍ଷତି କରିବାକୁ କ୍ଷମତା ଦେଇଥିଲେ। Viz kapitola |