ପ୍ରକାଶିତ 7:3 - ଓଡିଆ ବାଇବେଲ3 ଆମ୍ଭେମାନେ ଆପଣାମାନଙ୍କ ଈଶ୍ୱରଙ୍କର ଦାସମାନଙ୍କ କପାଳରେ ମୁଦ୍ରାଙ୍କନ ଦେବା ପର୍ଯ୍ୟନ୍ତ ତୁମ୍ଭେମାନେ ପୃଥିବୀ କିଅବା ସମୁଦ୍ର କିଅବା ଗଛଗୁଡ଼ିକର କ୍ଷତି କର ନାହିଁ । Viz kapitolaପବିତ୍ର ବାଇବଲ (Re-edited) - (BSI)3 ଆମ୍ଭେମାନେ ଆପଣାମାନଙ୍କ ଈଶ୍ଵରଙ୍କର ଦାସମାନଙ୍କ କପାଳରେ ମୁଦ୍ରାଙ୍କ ନ ଦେବା ପର୍ଯ୍ୟନ୍ତ ତୁମ୍ଭେମାନେ ପୃଥିବୀ କିଅବା ସମୁଦ୍ର କିଅବା ବୃକ୍ଷସମୂହର କ୍ଷତି କର ନାହିଁ। Viz kapitolaପବିତ୍ର ବାଇବଲ (CL) NT (BSI)3 ସେମାନଙ୍କୁ ଉଚ୍ଚ ସ୍ୱରରେ କହିଲେ, “ଆମେ ଯେ ପର୍ଯ୍ୟନ୍ତ ଈଶ୍ୱରଙ୍କ ସେବକମାନଙ୍କ କପାଳରେ ମୋହର ମାରି ନାହୁଁ, ସେ ପର୍ଯ୍ୟନ୍ତ ପୃଥିବୀ, ସମୁଦ୍ର ବା ବୃକ୍ଷମାନଙ୍କର କୌଣସି କ୍ଷତି କର ନାହିଁ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଆମ୍ଭେମାନେ ଆପଣାମାନଙ୍କ ଈଶ୍ବରଙ୍କର ଦାସମାନଙ୍କ କପାଳରେ ମୁଦ୍ରାଙ୍କନ ଦେବା ପର୍ଯ୍ୟନ୍ତ ତୁମ୍ଭେମାନେ ପୃଥିବୀ କିଅବା ସମୁଦ୍ର କିଅବା ଗଛଗୁଡ଼ିକର କ୍ଷତି କର ନାହିଁ। Viz kapitolaପବିତ୍ର ବାଇବଲ3 ସେ ଗ୍ଭରି ଦୂତଙ୍କୁ କହିଲେ, “ଆମ୍ଭେମାନେ ଆମ୍ଭର ପରମେଶ୍ୱରଙ୍କର ଲୋକମାନଙ୍କର କପାଳରେ ମୁଦ୍ରାଙ୍କିତ ନ କରିବା ପର୍ଯ୍ୟନ୍ତ ତୁମ୍ଭେମାନେ ପୃଥିବୀ କି ସମୁଦ୍ର କୌଣସି ବୃକ୍ଷର କିଛି କ୍ଷତି କର ନାହିଁ।” Viz kapitola |