ପ୍ରକାଶିତ 8:11 - ଓଡିଆ ବାଇବେଲ11 ସେହି ନକ୍ଷତ୍ରର ନାମ ନାଗଦଅଣା (ତିକ୍ତତା)। ସେଥିରେ ଜଳର ତୃତୀୟାଂଶ ନାଗଦଅଣା ହେଲା, ଆଉ ଅନେକ ଲୋକ ସେହି ଜଳ ହେତୁ ମଲେ, କାରଣ ତାହା ତିକ୍ତ କରାଯାଇଥିଲା । Viz kapitolaପବିତ୍ର ବାଇବଲ (Re-edited) - (BSI)11 ସେହି ନକ୍ଷତ୍ରର ନାମ ନାଗଦଅଣା। ସେଥିରେ ଜଳର ତୃତୀୟାଂଶ ନାଗଦଅଣା ହେଲା, ଆଉ ଅନେକ ଲୋକ ସେହି ଜଳ ହେତୁ ମଲେ, କାରଣ ତାହା ତିକ୍ତ କରାଯାଇଥିଲା। Viz kapitolaପବିତ୍ର ବାଇବଲ (CL) NT (BSI)11 (ସେହି ନକ୍ଷତ୍ରର ନାମ “ତିକ୍ତତା”)। ଫଳରେ ପାନୀୟ ଜଳର ଏକ ତୃତୀୟାଂଶ ତିକ୍ତ ହୋଇଗଲା ଏବଂ ସେହି ପାଣି ପିଇ ଅନେକ ଲୋକଙ୍କର ମୃତ୍ୟୁ ହେଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ସେହି ନକ୍ଷତ୍ରର ନାମ ନାଗଦଅଣା। ସେଥିରେ ଜଳର ତୃତୀୟାଂଶ ନାଗଦଅଣା ହେଲା, ଆଉ ଅନେକ ଲୋକ ସେହି ଜଳ ହେତୁ ମଲେ, କାରଣ ତାହା ତିକ୍ତ କରାଯାଇଥିଲା। Viz kapitolaପବିତ୍ର ବାଇବଲ11 ସେହି ତାରାର ନାମ ‘ନାଗଦଅଣା’ ଥିଲା। ଏହା ଦ୍ୱାରା ପୃଥିବୀର ଏକ ତୃତୀୟାଂଶ ଜଳଭାଗ ପିତା ହୋଇଗଲା। ଏହି ପିତା ଜଳ ପାନକରି ଅନେକ ଲୋକ ମୃତ୍ୟୁବରଣ କଲେ। Viz kapitola |