ପ୍ରକାଶିତ 8:2 - ଓଡିଆ ବାଇବେଲ2 ତତ୍ପରେ ମୁଁ ଈଶ୍ୱରଙ୍କ ସମ୍ମୁଖରେ ଦଣ୍ଡାୟମାନ ସପ୍ତ ଦୂତଙ୍କୁ ଦେଖିଲି, ସେମାନଙ୍କୁ ସପ୍ତ ତୂରୀ ଦିଆ ହେଲା । Viz kapitolaପବିତ୍ର ବାଇବଲ (Re-edited) - (BSI)2 ତତ୍ପରେ ମୁଁ ଈଶ୍ଵରଙ୍କ ସମ୍ମୁଖରେ ଦଣ୍ତାୟମାନ ସପ୍ତ ଦୂତଙ୍କୁ ଦେଖିଲି, ସେମାନଙ୍କୁ ସପ୍ତ ତୂରୀ ଦତ୍ତ ହେଲା। Viz kapitolaପବିତ୍ର ବାଇବଲ (CL) NT (BSI)2 ତାହାପରେ ଈଶ୍ୱରଙ୍କ ସମ୍ମୁଖରେ ଠିଆ ହୋଇଥିବା ସାତ ଜଣ ଦୂତଙ୍କୁ ମୁଁ ଦେଖିଲି; ସେମାନଙ୍କୁ ସାତଟି ତୂରୀ ଦିଆଗଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ତତ୍ପରେ ମୁଁ ଈଶ୍ବରଙ୍କ ସମ୍ମୁଖରେ ଦଣ୍ଡାୟମାନ ସପ୍ତ ଦୂତଙ୍କୁ ଦେଖିଲି, ସେମାନଙ୍କୁ ସପ୍ତ ତୂରୀ ଦିଆ ହେଲା। Viz kapitolaପବିତ୍ର ବାଇବଲ2 ତା'ପରେ ମୁଁ ପରମେଶ୍ୱରଙ୍କ ସାମନାରେ ସାତ ଜଣ ସ୍ୱର୍ଗଦୂତଙ୍କୁ ଠିଆ ହୋଇଥିବାର ଦେଖିଲି। ସେମାନଙ୍କୁ ସାତୋଟି ତୂରୀ ଦିଆଗଲା। Viz kapitola |