ପ୍ରକାଶିତ 8:4 - ଓଡିଆ ବାଇବେଲ4 ସେଥିରେ ଦୂତଙ୍କ ହସ୍ତରୁ ଧୂପର ଧୂମ ସାଧୁମାନଙ୍କ ପ୍ରାର୍ଥନା ସହ ଈଶ୍ୱରଙ୍କ ସମ୍ମୁଖରେ ଉଠିଲା । Viz kapitolaପବିତ୍ର ବାଇବଲ (Re-edited) - (BSI)4 ସେଥିରେ ଦୂତଙ୍କ ହସ୍ତରୁ ଧୂପର ଧୂମ ସାଧୁମାନଙ୍କ ପ୍ରାର୍ଥନା ସହ ଈଶ୍ଵରଙ୍କ ସମ୍ମୁଖରେ ଉତ୍ଥିତ ହେଲା। Viz kapitolaପବିତ୍ର ବାଇବଲ (CL) NT (BSI)4 ସେହି ସ୍ୱର୍ଗଦୂତଙ୍କ ହାତରେ ଜଳୁଥିବା ଧୂପର ଧୂଆଁ ସହିତ ଈଶ୍ୱରଭକ୍ତମାନଙ୍କ ପ୍ରାର୍ଥନା ମିଶି ଯାଇ ଉପରକୁ ଉଠିଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ସେଥିରେ ଦୂତଙ୍କ ହସ୍ତରୁ ଧୂପର ଧୂମ ସାଧୁମାନଙ୍କ ପ୍ରାର୍ଥନା ସହ ଈଶ୍ବରଙ୍କ ସମ୍ମୁଖରେ ଉଠିଲା। Viz kapitolaପବିତ୍ର ବାଇବଲ4 ସ୍ୱର୍ଗଦୂତ ଏହି ପ୍ରାର୍ଥନାଯୁକ୍ତ ଧୂପକୁ ବେଦୀ ଉପରେ ପକାନ୍ତେ ତାହା ଈଶ୍ୱରଙ୍କ ଉଦ୍ଦେଶ୍ୟରେ ଉପରକୁ ଉଠିଲା। Viz kapitola |