ରୋମୀୟ 1:17 - ଓଡିଆ ବାଇବେଲ17 ସେଥିରେ ତ ଈଶ୍ୱରଦତ୍ତ ଧାର୍ମିକତା ପ୍ରକାଶିତ ହେଉଅଛି, ତାହା ବିଶ୍ୱାସମୂଳକ ଓ ବିଶ୍ୱାସଜନକ, ଯେପରି ଲେଖାଅଛି, "ଧାର୍ମିକ ବିଶ୍ୱାସ ଦ୍ୱାରା ବଞ୍ଚିବ'' । Viz kapitolaପବିତ୍ର ବାଇବଲ (Re-edited) - (BSI)17 ସେଥିରେ ତ ଈଶ୍ଵରଦତ୍ତ ଧାର୍ମିକତା ପ୍ରକାଶିତ ହେଉଅଛି, ତାହା ବିଶ୍ଵାସମୂଳକ ଓ ବିଶ୍ଵାସଜନକ, ଯେପରି ଲେଖାଅଛି, “ଧାର୍ମିକ ବିଶ୍ଵାସ ଦ୍ଵାରା ବଞ୍ଚିବ”। Viz kapitolaପବିତ୍ର ବାଇବଲ (CL) NT (BSI)17 ମନୁଷ୍ୟ ଈଶ୍ୱରଙ୍କ ନିକଟରେ କିପରି ଧାର୍ମିକ ବିବେଚିତ ହୋଇପାରିବ, ଏହାର ଉପାୟ ସେଥିରେ ପ୍ରକାଶ କରାଯାଇଛି। ଆରମ୍ଭରୁ ଶେଷଯାଏ ପରିତ୍ରାଣ ପାଇବାର ଏକମାତ୍ର ଉପାୟ ହେଉଛି, ବିଶ୍ୱାସ। ଶାସ୍ତ୍ରବାକ୍ୟାନୁଯାୟୀ: “ଯେ ବିଶ୍ୱାସ ଦ୍ୱାରା ଈଶ୍ୱରଙ୍କ ନିକଟରେ ଧାର୍ମିକ ବିବେଚିତ ହୁଏ, ସେ ବଞ୍ଚିବ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ସେଥିରେ ତ ଈଶ୍ବରଦତ୍ତ ଧାର୍ମିକତା ପ୍ରକାଶିତ ହେଉଅଛି, ତାହା ବିଶ୍ୱାସମୂଳକ ଓ ବିଶ୍ୱାସଜନକ, ଯେପରି ଲେଖାଅଛି, “ଧାର୍ମିକ ବିଶ୍ୱାସ ଦ୍ୱାରା ବଞ୍ଚିବ।” Viz kapitolaପବିତ୍ର ବାଇବଲ17 ପରମେଶ୍ୱର ଲୋକମାନଙ୍କୁ କିପରି ତାଙ୍କ ପାଇଁ ଧାର୍ମିକ କରନ୍ତି ତାହା ସୁସମାଗ୍ଭର ଦର୍ଶାଇ ଥାଏ। ବିଶ୍ୱାସ ଦ୍ୱାରା ପରମେଶ୍ୱରଙ୍କ ପାଇଁ ଧାର୍ମିକତା ଆରମ୍ଭ ହୁଏ ଓ ବିଶ୍ୱାସରେ ଶେଷ ହୁଏ। ଯେପରି ଧର୍ମଶାସ୍ତ୍ରରେ କୁହାଯାଇଛି, “ବିଶ୍ୱାସ ଦ୍ୱାରା ଧାର୍ମିକ ଅନନ୍ତକାଳ ଜୀବିତ ରହେ।” Viz kapitola |