ରୋମୀୟ 1:4 - ଓଡିଆ ବାଇବେଲ4 କିନ୍ତୁ ଧର୍ମମୟ ପବିତ୍ର ଆତ୍ମା ସମ୍ବନ୍ଧରେ ମୃତମାନଙ୍କ ମଧ୍ୟରୁ ପୁନରୁତ୍ଥାନ ଦ୍ୱାରା ଈଶ୍ୱରଙ୍କ ପୁତ୍ର ବୋଲି ଶକ୍ତି ସହ ନିର୍ଦ୍ଧିଷ୍ଟ ହେଲେ Viz kapitolaପବିତ୍ର ବାଇବଲ (Re-edited) - (BSI)4 କିନ୍ତୁ ଧର୍ମମୟ ଆତ୍ମା ସମ୍ଵନ୍ଧରେ ମୃତମାନଙ୍କ ମଧ୍ୟରୁ ପୁନରୁତ୍ଥାନ ଦ୍ଵାରା ଈଶ୍ଵରଙ୍କ ପୁତ୍ର ବୋଲି ଶକ୍ତି ସହ ନିର୍ଦ୍ଦିଷ୍ଟ ହେଲେ; Viz kapitolaପବିତ୍ର ବାଇବଲ (CL) NT (BSI)4 କିନ୍ତୁ ତାଙ୍କ ଐଶ୍ୱରିକ ପବିତ୍ରତା ହେତୁ ସେ ଈଶ୍ୱରଙ୍କ ପୁତ୍ର ବୋଲି ପ୍ରକାଶିତ ହେଲେ। ମୃତ୍ୟୁରୁ ତାଙ୍କର ଅଲୌକିକ ପୁନରୁତ୍ଥାନ ଦ୍ୱାରା ଏହା ଆହୁରି ସ୍ପଷ୍ଟ ହେଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 କିନ୍ତୁ ଧର୍ମମୟ ପବିତ୍ର ଆତ୍ମା ସମ୍ବନ୍ଧରେ ମୃତମାନଙ୍କ ମଧ୍ୟରୁ ପୁନରୁତ୍ଥାନ ଦ୍ୱାରା ଈଶ୍ବରଙ୍କ ପୁତ୍ର ବୋଲି ଶକ୍ତି ସହ ନିର୍ଦ୍ଧିଷ୍ଟ ହେଲେ Viz kapitolaପବିତ୍ର ବାଇବଲ4 ସେ ଦାଉଦଙ୍କ ବଂଶରେ ମନୁଷ୍ୟ ରୂପରେ ଜନ୍ମ ହୋଇଥିଲେ। କିନ୍ତୁ, ପବିତ୍ରଆତ୍ମା ଦ୍ୱାରା ପୁନରୁତ୍ଥାନର ଫଳ ସ୍ୱରୂପ ସେ ମହାନ ଶକ୍ତି ସହିତ ପରମେଶ୍ୱରଙ୍କର ପୁତ୍ର ରୂପେ ଘୋଷିତ ହେଲେ। Viz kapitola |