ରୋମୀୟ 10:1 - ଓଡିଆ ବାଇବେଲ1 ହେ ଭାଇମାନେ, ସେମାନେ ଯେପରି ପରିତ୍ରାଣ ପାଆନ୍ତି, ଏହା ମୋହର ହୃଦୟର ବାଞ୍ଛା ଏବଂ ସେମାନଙ୍କ ନିମନ୍ତେ ଈଶ୍ୱରଙ୍କ ଛାମୁରେ ମୋହର ପ୍ରାର୍ଥନା । Viz kapitolaପବିତ୍ର ବାଇବଲ (Re-edited) - (BSI)1 ହେ ଭାଇମାନେ, ସେମାନେ ଯେପରି ପରିତ୍ରାଣ ପାଆନ୍ତି, ଏହା ମୋହର ହୃଦୟର ବାଞ୍ଛା ଏବଂ ସେମାନଙ୍କ ନିମନ୍ତେ ଈଶ୍ଵରଙ୍କ ଛାମୁରେ ମୋହର ପ୍ରାର୍ଥନା। Viz kapitolaପବିତ୍ର ବାଇବଲ (CL) NT (BSI)1 ଭାଇମାନେ, ମୋ’ ନିଜ ଜାତିର ଲୋକେ ପରିତ୍ରାଣ ପାଆନ୍ତୁ, ଏହା ମୋର ଆନ୍ତରିକ ଇଚ୍ଛା ଓ ଈଶ୍ୱରଙ୍କଠାରେ ଏହା ମୋର ଏକାନ୍ତ ପ୍ରାର୍ଥନା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ହେ ଭାଇମାନେ, ସେମାନେ ଯେପରି ପରିତ୍ରାଣ ପାଆନ୍ତି, ଏହା ମୋହର ହୃଦୟର ବାଞ୍ଛା ଏବଂ ସେମାନଙ୍କ ନିମନ୍ତେ ଈଶ୍ବରଙ୍କ ଛାମୁରେ ମୋହର ପ୍ରାର୍ଥନା। Viz kapitolaପବିତ୍ର ବାଇବଲ1 ଭାଇ ଓ ଭଉଣୀମାନେ, ମୁଁ ପରମେଶ୍ୱରଙ୍କୁ ପ୍ରାର୍ଥନା କରୁଛି ଓ ଏକାନ୍ତ ଭାବରେ ଇଚ୍ଛା କରୁଛି ଯେ, ଯିହୂଦୀ ଲୋକେ ରକ୍ଷା ପାଆନ୍ତୁ। Viz kapitola |