ରୋମୀୟ 10:14 - ଓଡିଆ ବାଇବେଲ14 ତେବେ ଯାହାଙ୍କୁ ସେମାନେ ବିଶ୍ୱାସ କରି ନାହାଁନ୍ତି, ତାହାଙ୍କ ନିକଟରେ କିପରି ପ୍ରାର୍ଥନା କରିବେ ? ପୁଣି, ଯାହାଙ୍କ କଥା ସେମାନେ ଶୁଣି ନାହାଁନ୍ତି, କିପରି ତାହାଙ୍କଠାରେ ବିଶ୍ୱାସ କରିବେ ? ଆଉ ପ୍ରଚାରକ ବିନା ସେମାନେ କିପରି ଶୁଣିବେ ? Viz kapitolaପବିତ୍ର ବାଇବଲ (Re-edited) - (BSI)14 ତେବେ ଯାହାଙ୍କୁ ସେମାନେ ବିଶ୍ଵାସ କରି ନାହାନ୍ତି, ତାହାଙ୍କ ନିକଟରେ କିପରି ପ୍ରାର୍ଥନା କରିବେ? ପୁଣି ଯାହାଙ୍କ କଥା ସେମାନେ ଶୁଣି ନାହାନ୍ତି, କିପରି ତାହାଙ୍କଠାରେ ବିଶ୍ଵାସ କରିବେ? ଆଉ ପ୍ରଚାରକ ବିନା ସେମାନେ କିପରି ଶୁଣିବେ? Viz kapitolaପବିତ୍ର ବାଇବଲ (CL) NT (BSI)14 କିନ୍ତୁ ତାଙ୍କଠାରେ ବିଶ୍ୱାସ ନ କରି ସେମାନେ କିପରି ତାଙ୍କୁ ପ୍ରାର୍ଥନା କରିବେ? ପୁଣି ତାଙ୍କ ବିଷୟରେ ସୁସମାଚାର ନ ଶୁଣି ସେମାନେ କିପରି ବିଶ୍ୱାସ କରିବେ? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ତେବେ ଯାହାଙ୍କୁ ସେମାନେ ବିଶ୍ୱାସ କରି ନାହାନ୍ତି, ତାହାଙ୍କ ନିକଟରେ କିପରି ପ୍ରାର୍ଥନା କରିବେ? ପୁଣି, ଯାହାଙ୍କ କଥା ସେମାନେ ଶୁଣି ନାହାନ୍ତି, କିପରି ତାହାଙ୍କଠାରେ ବିଶ୍ୱାସ କରିବେ? ଆଉ ପ୍ରଚାରକ ବିନା ସେମାନେ କିପରି ଶୁଣିବେ? Viz kapitolaପବିତ୍ର ବାଇବଲ14 କିନ୍ତୁ ଲୋକେ ବିଶ୍ୱାସ କଲା ପରେ ହିଁ ପ୍ରଭୁଙ୍କୁ ସାହାଯ୍ୟ ପାଇଁ ଡାକି ପାରିବେ। ତାହାଙ୍କ ବିଷୟରେ ଶୁଣି ସାରିଲା ପରେ ହିଁ, ଲୋକେ ତାହାଙ୍କ ବିଷୟରେ ବିଶ୍ୱାସ କରି ପାରିବେ। କିଏ ଜଣେ ସେମାନଙ୍କୁ କହିଲା ପରେ ହିଁ ଲୋକେ ତାହାଙ୍କ ବିଷୟରେ ଶୁଣି ପାରିବେ। Viz kapitola |