ରୋମୀୟ 10:16 - ଓଡିଆ ବାଇବେଲ16 କିନ୍ତୁ ସମସ୍ତେ ସୁସମାଚାରର ବଶୀଭୂତ ହେଲେ ନାହିଁ । କାରଣ ଯିଶାଇୟ କହନ୍ତି, "ହେ ପ୍ରଭୁ, କିଏ ଆମ୍ଭମାନଙ୍କ ସମ୍ବାଦ ବିଶ୍ୱାସ କରିଅଛି ?' Viz kapitolaପବିତ୍ର ବାଇବଲ (Re-edited) - (BSI)16 କିନ୍ତୁ ସମସ୍ତେ ସୁସମାଚାରର ବଶୀଭୂତ ହେଲେ ନାହିଁ। କାରଣ ଯିଶାଇୟ କହନ୍ତି, ‘ହେ ପ୍ରଭୁ, କିଏ ଆମ୍ଭମାନଙ୍କ ସମ୍ଵାଦ ବିଶ୍ଵାସ କରିଅଛିଣ?ʼ Viz kapitolaପବିତ୍ର ବାଇବଲ (CL) NT (BSI)16 କିନ୍ତୁ ସମସ୍ତେ ସେହି ସୁସମାଚାର ଗ୍ରହଣ କରି ନାହାନ୍ତି। ସେଥିପାଇଁ ଯିଶାଇୟ ଲେଖିଛନ୍ତି, “ପ୍ରଭୁ, ଆମ ବାର୍ତ୍ତା ଶୁଣି କିଏ ବିଶ୍ୱାସ କରିଛି?” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 କିନ୍ତୁ ସମସ୍ତେ ସୁସମାଚାରର ବଶୀଭୂତ ହେଲେ ନାହିଁ। କାରଣ ଯିଶାଇୟ କହନ୍ତି, “ହେ ପ୍ରଭୁ, କିଏ ଆମ୍ଭମାନଙ୍କ ସମ୍ବାଦ ବିଶ୍ୱାସ କରିଅଛି?” Viz kapitolaପବିତ୍ର ବାଇବଲ16 ମାତ୍ର ସମସ୍ତେ ସୁସମାଗ୍ଭରକୁ ଗ୍ରହଣ କରି ନାହାନ୍ତି। ଯିଶାଇୟ କହନ୍ତି: “ହେ ପ୍ରଭୁ, ଆମ୍ଭ ଉପଦେଶ ଗୁଡ଼ିକ କିଏ କ’ଣ ବିଶ୍ୱାସ କଲା?” Viz kapitola |