ରୋମୀୟ 10:4 - ଓଡିଆ ବାଇବେଲ4 କାରଣ ପ୍ରତ୍ୟେକ ବିଶ୍ୱାସୀ ପକ୍ଷରେ ଧାର୍ମିକ ଗଣିତ ହେବା ନିମନ୍ତେ ଖ୍ରୀଷ୍ଟ ମୋଶାଙ୍କ ବ୍ୟବସ୍ଥାର ଶେଷ ଅଟନ୍ତି । Viz kapitolaପବିତ୍ର ବାଇବଲ (Re-edited) - (BSI)4 କାରଣ ପ୍ରତ୍ୟେକ ବିଶ୍ଵାସୀ ପକ୍ଷରେ ଧାର୍ମିକ ଗଣିତ ହେବା ନିମନ୍ତେ ଖ୍ରୀଷ୍ଟ ବ୍ୟବସ୍ଥାର ଶେଷ ଅଟନ୍ତି। Viz kapitolaପବିତ୍ର ବାଇବଲ (CL) NT (BSI)4 ଖ୍ରୀଷ୍ଟ ହିଁ ବ୍ୟବସ୍ଥାର ଚୂଡ଼ାନ୍ତ, କେବଳ ତାଙ୍କଠାରେ ବିଶ୍ୱାସ କରିବା ଦ୍ୱାରା ମନୁଷ୍ୟ ଈଶ୍ୱରଙ୍କ ଦୃଷ୍ଟିରେ ଧାର୍ମିକ ବିବେଚିତ ହୁଏ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 କାରଣ ପ୍ରତ୍ୟେକ ବିଶ୍ୱାସୀ ପକ୍ଷରେ ଧାର୍ମିକ ଗଣିତ ହେବା ନିମନ୍ତେ ଖ୍ରୀଷ୍ଟ ବ୍ୟବସ୍ଥାର ଶେଷ ଅଟନ୍ତି। Viz kapitolaପବିତ୍ର ବାଇବଲ4 ଖ୍ରୀଷ୍ଟ ବ୍ୟବସ୍ଥାକୁ ସମାପ୍ତ କଲେ ଯେପରି, ତାହାଙ୍କୁ ବିଶ୍ୱାସ କରୁଥିବା ପ୍ରତ୍ୟେକ ଲୋକ ପରମେଶ୍ୱରଙ୍କଠାରେ ଧାର୍ମିକ ହୋଇ ପାରିବ। Viz kapitola |