ରୋମୀୟ 11:1 - ଓଡିଆ ବାଇବେଲ1 ତେବେ ମୁଁ କହେ, ଈଶ୍ୱର କି ଆପଣା ଲୋକମାନଙ୍କୁ ପରିତ୍ୟାଗ କରିଅଛନ୍ତି ? ତାହା କେବେ ହେଁ ନ ହେଉ, କାରଣ ମୁଁ ମଧ୍ୟ ଅବ୍ରହାମଙ୍କ ବଂଶଜାତ ବିନ୍ୟାମୀନଙ୍କ ଗୋଷ୍ଠୀର ଜଣେ ଇସ୍ରାଏଲୀୟ ଲୋକ । Viz kapitolaପବିତ୍ର ବାଇବଲ (Re-edited) - (BSI)1 ତେବେ ମୁଁ କହେ, ଈଶ୍ଵର କି ଆପଣା ଲୋକମାନଙ୍କୁ ପରିତ୍ୟାଗ କରିଅଛନ୍ତି? ତାହା କେବେ ହେଁ ନ ହେଉ, କାରଣ ମୁଁ ମଧ୍ୟ ଅବ୍ରହାମଙ୍କ ବଂଶଜାତ ବିନ୍ୟାମୀନଙ୍କ ଗୋଷ୍ଠୀର ଜଣେ ଇସ୍ରାଏଲୀୟ ଲୋକମ। Viz kapitolaପବିତ୍ର ବାଇବଲ (CL) NT (BSI)1 ମୁଁ ପୁଣି ପଚାରିପାରେ, “ତେବେ କଅଣ ଈଶ୍ୱର ତାଙ୍କ ନିଜ ଲୋକମାନଙ୍କୁ ବର୍ଜନ କରିଛନ୍ତି? କଦାପି ନୁହେଁ। ମୁଁ ନିଜେ ଜଣେ ଇଶ୍ରାଏଲୀୟ, ଅବ୍ରାହମଙ୍କ ବଂଶଧର ଓ ବେଞ୍ଜାମିନ ଗୋଷ୍ଠୀ ଜାତ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ତେବେ ମୁଁ କହେ, ଈଶ୍ବର କି ଆପଣା ଲୋକମାନଙ୍କୁ ପରିତ୍ୟାଗ କରିଅଛନ୍ତି? ତାହା କେବେ ହେଁ ନ ହେଉ, କାରଣ ମୁଁ ମଧ୍ୟ ଅବ୍ରହାମଙ୍କ ବଂଶଜାତ ବିନ୍ୟାମୀନଙ୍କ ଗୋଷ୍ଠୀର ଜଣେ ଇସ୍ରାଏଲୀୟ ଲୋକ। Viz kapitolaପବିତ୍ର ବାଇବଲ1 ତା'ହେଲେ ମୁଁ ପ୍ରଶ୍ନ କରୁଛି: “କ’ଣ ପରମେଶ୍ୱର ନିଜ ଲୋକମାନଙ୍କୁ ପରିତ୍ୟାଗ କରନ୍ତି କି?” ନା! ମୁଁ ଜଣେ ଇସ୍ରାଏଲୀୟ ଲୋକ। ମୁଁ ଅବ୍ରହାମଙ୍କ ପରିବାରର ଅଟେ। ବିନ୍ୟାମିନଙ୍କ ଗୋଷ୍ଠୀରେ ଜାତ। Viz kapitola |