ରୋମୀୟ 11:12 - ଓଡିଆ ବାଇବେଲ12 ଯଦି ସେମାନଙ୍କର ପତନ ଜଗତର ଧନସ୍ୱରୂପ, ଆଉ ସେମାନଙ୍କର ହ୍ରାସ ଅଣଯିହୂଦୀମାନଙ୍କ ଧନସ୍ୱରୂପ ହୋଇଅଛି, ତାହାହେଲେ ସେମାନଙ୍କ ପୂର୍ଣ୍ଣତା ଆହୁରି କେତେ ଅଧିକ ଧନସ୍ୱରୂପ ନ ହେବ ! Viz kapitolaପବିତ୍ର ବାଇବଲ (Re-edited) - (BSI)12 ଯଦି ସେମାନଙ୍କର ପତନ ଜଗତର ଧନ ସ୍ଵରୂପ, ଆଉ ସେମାନଙ୍କର ହ୍ରାସ ବିଜାତିମାନଙ୍କ ଧନ ସ୍ଵରୂପ ହୋଇଅଛି, ତାହାହେଲେ ସେମାନଙ୍କ ପୂର୍ଣ୍ଣତା ଆହୁରି କେତେ ଅଧିକ ଧନ ସ୍ଵରୂପ ନ ହେବ ! Viz kapitolaପବିତ୍ର ବାଇବଲ (CL) NT (BSI)12 ଇହୁଦୀମାନମାନଙ୍କର ପାପ, ଜଗତର ଅନ୍ୟ ସମସ୍ତଙ୍କ ପାଇଁ ପ୍ରଚୁର ଆଶୀର୍ବାଦ ଆଣିଛି। ଇହୁଦୀମାନଢ଼ଙ୍କର ଆଧ୍ୟାତ୍ମିକ ଦରିଦ୍ରତା ଯୋଗୁଁ ଅଣଇହୁଦୀମାନେ ଆଶୀର୍ବାଦର ପ୍ରାଚୁର୍ଯ୍ୟ ଲାଭ କରିଛନ୍ତି। ଯଦି ସମସ୍ତ ଇହୁଦୀ ଜାତି ରକ୍ଷା ପାଇ ପାରନ୍ତେ, ତାହାହେଲେ ତଦ୍ଦ୍ୱାରା ଆହୁରି କେତେ ଅଧିକ ଆଶୀର୍ବାଦ ନ ମିଳିବ? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ଯଦି ସେମାନଙ୍କର ପତନ ଜଗତର ଧନ ସ୍ୱରୂପ, ଆଉ ସେମାନଙ୍କର ହ୍ରାସ ଅଣଯିହୁଦୀମାନଙ୍କ ଧନ ସ୍ୱରୂପ ହୋଇଅଛି, ତାହାହେଲେ ସେମାନଙ୍କ ପୂର୍ଣ୍ଣତା ଆହୁରି କେତେ ଅଧିକ ଧନ ସ୍ୱରୂପ ନ ହେବ! Viz kapitolaପବିତ୍ର ବାଇବଲ12 ଯିହୂଦୀମାନଙ୍କର ତୃଟୀ ଏହି ସଂସାର ପାଇଁ ଆଶୀର୍ବାଦର ଧନ ସ୍ୱରୂପ ହେଲା, ସେମାନେ ଯାହା ହରାଇଲେ, ତାହା ଅଣଯିହୂଦୀମାନଙ୍କ ପାଇଁ ଆଶୀର୍ବାଦର ଧନ ଆଣି ଦେଲା। ତେଣୁ ପରମେଶ୍ୱର ଯାହା ଗ୍ଭହୁଁଛନ୍ତି ସେହି ଅନୁସାରେ ପୂର୍ଣ୍ଣ ସଂଖ୍ୟକ ଯିହୂଦୀମାନେ ଯେତେବେଳେ ଗ୍ଭଲିବେ, ସେତେବେଳେ ସଂସାର ନିଶ୍ଚିତ ରୂପେ ଅଧିକ ମାତ୍ରାରେ ଆଶୀର୍ବାଦର ଧନ ପ୍ରାପ୍ତ କରିବ! Viz kapitola |