ରୋମୀୟ 11:13 - ଓଡିଆ ବାଇବେଲ13 କିନ୍ତୁ ଅଣଯିହୂଦୀ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କୁ ମୁଁ କହୁଅଛି । ମୁଁ ଅଣଯିହୂଦୀମାନଙ୍କ ନିମନ୍ତେ ପ୍ରେରିତ ହେବାରୁ ମୋ' ସେବକପଦର ଗୌରବ କରୁଅଛି, Viz kapitolaପବିତ୍ର ବାଇବଲ (Re-edited) - (BSI)13 କିନ୍ତୁ ବିଜାତି ଯେ ତୁମ୍ଭେମାନେ, ତୁମ୍ଭମାନଙ୍କୁ ମୁଁ କହୁଅଛି। ମୁଁ ବିଜାତିମାନଙ୍କ ନିମନ୍ତେ ପ୍ରେରିତ ହେବାରୁ ମୋʼ ସେବକପଦର ଗୌରବ କରୁଅଛି, Viz kapitolaପବିତ୍ର ବାଇବଲ (CL) NT (BSI)13 ଅଣଇହୁଦୀମାନଙ୍କୁ ମୁଁ କହିବି, ତୁମ୍ଭମାନଙ୍କ ନିମନ୍ତେ ପ୍ରେରିତ ଶିଷ୍ୟ ସ୍ୱରୂପେ କାର୍ଯ୍ୟ କରିବାକୁ ମୁଁ ଗର୍ବ ଅନୁଭବ କରୁଛି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 କିନ୍ତୁ ଅଣଯିହୁଦୀ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କୁ ମୁଁ କହୁଅଛି। ମୁଁ ଅଣଯିହୁଦୀମାନଙ୍କ ନିମନ୍ତେ ପ୍ରେରିତ ହେବାରୁ ମୋʼ ସେବକପଦର ଗୌରବ କରୁଅଛି, Viz kapitolaପବିତ୍ର ବାଇବଲ13 ଏବେ ମୁଁ ଅଣଯିହୂଦୀମାନଙ୍କ ପାଇଁ କହୁଛି। କାରଣ ମୁଁ ବିଶେଷ ଭାବରେ ଅଣଯିହୂଦୀମାନଙ୍କ ନିକଟକୁ ପ୍ରେରିତ ହୋଇଛି। ମୁଁ ପୂର୍ଣ୍ଣ ମନ ପ୍ରାଣରେ ଏହି କାମ କରିବି। Viz kapitola |