ରୋମୀୟ 11:15 - ଓଡିଆ ବାଇବେଲ15 କାରଣ ଯଦି ସେମାନଙ୍କର ଦୂରୀକରଣ ଦ୍ୱାରା ଜଗତର ମିଳନ ଘଟିଲା, ତେବେ ସେମାନଙ୍କ ଗ୍ରହଣ ଦ୍ୱାରା କ'ଣ ନିଶ୍ଚୟ ମୃତମାନଙ୍କ ମଧ୍ୟରୁ ଜୀବନ ଲାଭ ନ ହେବ ? Viz kapitolaପବିତ୍ର ବାଇବଲ (Re-edited) - (BSI)15 କାରଣ ଯଦି ସେମାନଙ୍କର ଦୂରୀକରଣ ଦ୍ଵାରା ଜଗତର ମିଳନ ଘଟିଲା, ତେବେ ସେମାନଙ୍କ ଗ୍ରହଣ ଦ୍ଵାରା କଅଣ ନିଶ୍ଚୟ ମୃତମାନଙ୍କ ମଧ୍ୟରୁ ଜୀବନ ଲାଭ ନ ହେବ? Viz kapitolaପବିତ୍ର ବାଇବଲ (CL) NT (BSI)15 କାରଣ ସେମାନେ ପରିତ୍ୟକ୍ତ ହେବା ଦ୍ୱାରା ଈଶ୍ୱରଙ୍କ ସହିତ ସମଗ୍ର ମାନବ ଜାତିର ବନ୍ଧୁତା ସ୍ଥାପନ ହୋଇଛି। ତାହାହେଲେ, ଯଦି ଈଶ୍ୱର ସମୁଦାୟ ଇହୁଦୀ ଜାତିକୁ ଗ୍ରହଣ କରନ୍ତି, ତାହାର ଫଳ କଅଣ ହେବ? ତା’ ହେବ ମୃତ ବ୍ୟକ୍ତି ସଞ୍ଜୀବିତ ହେବା ସଦୃଶ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 କାରଣ ଯଦି ସେମାନଙ୍କର ତୁଚ୍ଛ କରିବା ଦ୍ୱାରା ସଂସାରର ମିଳନ ଘଟିଲା, ତେବେ ସେମାନଙ୍କ ଗ୍ରହଣ ଦ୍ୱାରା କଅଣ ନିଶ୍ଚୟ ମୃତମାନଙ୍କ ମଧ୍ୟରୁ ଜୀବନ ଲାଭ ନ ହେବ? Viz kapitolaପବିତ୍ର ବାଇବଲ15 ଯିହୂଦୀମାନଙ୍କୁ ପରମେଶ୍ୱର ଅସ୍ୱୀକାର କରି ଦେଲାପରେ, ସେ ଜଗତର ଅନ୍ୟଲୋକ ମାନଙ୍କ ସହିତ ମୈତ୍ରୀ କଲେ। ଅତଏବ, ଯିହୂଦାମାନଙ୍କୁ ପୁନଃ ଗ୍ରହଣ କରିବା ଅର୍ଥ ଜଗତର ଅନ୍ୟ ଲୋକମାନଙ୍କ ପାଇଁ ମୃତ୍ୟୁରୁ ପୁନର୍ଜୀବନ ଆଣିବା। Viz kapitola |