ରୋମୀୟ 11:16 - ଓଡିଆ ବାଇବେଲ16 ଆଉ ଯଦି ପ୍ରଥମ ଉତ୍ସର୍ଗୀକୃତ ଅଂଶ ପବିତ୍ର, ତାହାହେଲେ ସମସ୍ତ ପିଠୋଉ ମଧ୍ୟ ପବିତ୍ର; ପୁଣି, ଯଦି ମୂଳ ପବିତ୍ର, ତେବେ ଶାଖାସବୁ ମଧ୍ୟ ପବିତ୍ର । Viz kapitolaପବିତ୍ର ବାଇବଲ (Re-edited) - (BSI)16 ଆଉ ଯଦି ପ୍ରଥମ ଉତ୍ସର୍ଗୀକୃତ ଅଂଶ ପବିତ୍ର, ତାହାହେଲେ ସମସ୍ତ ପିଠୋଉ ମଧ୍ୟ ପବିତ୍ର; ପୁଣି, ଯଦି ମୂଳ ପବିତ୍ର, ତେବେ ଶାଖାସବୁ ମଧ୍ୟ ପବିତ୍ର। Viz kapitolaପବିତ୍ର ବାଇବଲ (CL) NT (BSI)16 ରୋଟୀରୁ ଖଣ୍ଡେ ଈଶ୍ୱରଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରାଯାଇଥିଲେ, ସମଗ୍ର ରୋଟୀଟି ମଧ୍ୟ ଉତ୍ସର୍ଗିତ ବୋଲି ମନେ କରାଯାଏ। ଗୋଟିଏ ବୃକ୍ଷର ମୂଳ ଉତ୍ସର୍ଗିତ ହୋଇଥିଲେ, ତା’ର ଶାଖା ପ୍ରଶାଖା ମଧ୍ୟ ଉତ୍ସର୍ଗ କରାଯାଇଛି ବୋଲି ଭାବିବାକୁ ହେବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ଆଉ ଯଦି ପ୍ରଥମ ଉତ୍ସର୍ଗୀକୃତ ଅଂଶ ପବିତ୍ର, ତାହାହେଲେ ସମସ୍ତ ପିଠୋଉ ମଧ୍ୟ ପବିତ୍ର; ପୁଣି, ଯଦି ମୂଳ ପବିତ୍ର, ତେବେ ଶାଖାସବୁ ମଧ୍ୟ ପବିତ୍ର। Viz kapitolaପବିତ୍ର ବାଇବଲ16 ଆମ୍ଭ ଭୋଜନର ପ୍ରଥମ ଭାଗଟି ଯଦି ପରମେଶ୍ୱରଙ୍କୁ ସମର୍ପଣ କରାଯାଏ, ତା'ହେଲେ ସମସ୍ତ ଭୋଜନ ପବିତ୍ର ହୁଏ। ଯଦି କୌଣସି ଗଛର ଚେର ପବିତ୍ର, ତା'ହେଲେ ସେହି ଗଛର ସମସ୍ତ ଡାଳ ମଧ୍ୟ ପବିତ୍ର। Viz kapitola |