Online Bible

- Reklamy -




ରୋମୀୟ 11:20 - ଓଡିଆ ବାଇବେଲ

20 ଭଲ କଥା, ସେମାନଙ୍କର ଅବିଶ୍ୱାସ ହେତୁ ସେମାନେ ଉଚ୍ଛିନ୍ନ ହେଲେ, ଆଉ ବିଶ୍ୱାସ ହେତୁ ତୁମ୍ଭେ ସ୍ଥାନ ପ୍ରାପ୍ତ ହୋଇଅଛ । ଗର୍ବିତମନା ହୁଅ ନାହିଁ, କିନ୍ତୁ ଭୟ କର;

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

20 ଭଲ କଥା, ସେମାନଙ୍କର ଅବିଶ୍ଵାସ ହେତୁ ସେମାନେ ଉଚ୍ଛିନ୍ନ ହେଲେ, ଆଉ ବିଶ୍ଵାସ ହେତୁ ତୁମ୍ଭେ ସ୍ଥାନ ପ୍ରାପ୍ତ ହୋଇଅଛ। ଗର୍ବିତମନା ହୁଅ ନାହିଁ, କିନ୍ତୁ ଭୟ କର;

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

20 ତା’ ସତ୍ୟ। ସେମାନେ ବିଶ୍ୱାସ ନ କରିବାରୁ ଛିନ୍ନ ହେଲେ। ତୁମ୍ଭେମାନେ କେବଳ ବିଶ୍ୱାସ ବଳରେ ସେହି ସ୍ଥାନ ଅଧିକାର ଅଧିକାର କରିଛ। କିନ୍ତୁ ଗର୍ବ ନ କରି ଭୟ କର।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ଭଲ କଥା, ସେମାନଙ୍କର ଅବିଶ୍ୱାସ ହେତୁ ସେମାନେ ଉଚ୍ଛିନ୍ନ ହେଲେ, ଆଉ ବିଶ୍ୱାସ ହେତୁ ତୁମ୍ଭେ ସ୍ଥାନ ପ୍ରାପ୍ତ ହୋଇଅଛ। ଗର୍ବିତମନା ହୁଅ ନାହିଁ, କିନ୍ତୁ ଭୟ କର;

Viz kapitola kopírovat

ପବିତ୍ର ବାଇବଲ

20 ଏହା ସତ୍ୟ କିନ୍ତୁ ସେ ଡାଳଗୁଡ଼ିକ ଭାଙ୍ଗି ପଡ଼ିବାର କାରଣ ହେଉଛି ସେମାନଙ୍କର ଅବିଶ୍ୱାସ। କିନ୍ତୁ ତୁମ୍ଭେମାନେ ତୁମ୍ଭମାନଙ୍କ ବିଶ୍ୱାସ ହେତୁ ସେହି ଗଛର ଅଂଶୀ ହୋଇ ପାରିଛ। ଅତଏବ ଗର୍ବ କରିବା ପରିବର୍ତ୍ତେ ଭୟ କରିବା ଦରକାର।

Viz kapitola kopírovat




ରୋମୀୟ 11:20

Následuj nás:

Reklamy


Reklamy