ରୋମୀୟ 11:27 - ଓଡିଆ ବାଇବେଲ27 ଆଉ, ଯେତେବେଳେ ଆମ୍ଭେ ସେମାନଙ୍କର ପାପସବୁ ହରଣ କରିବା, ସେତେବେଳେ ଏହା ସେମାନଙ୍କ ସହିତ ଆମ୍ଭର ନିୟମ ହେବ । Viz kapitolaପବିତ୍ର ବାଇବଲ (Re-edited) - (BSI)27 ଆଉ, ଯେତେବେଳେ ଆମ୍ଭେ ସେମାନଙ୍କର ପାପସବୁ ହରଣ କରିବା, ସେତେବେଳେ ଏହା ସେମାନଙ୍କ ସହିତ ଆମ୍ଭର ନିୟମ ହେବ। Viz kapitolaପବିତ୍ର ବାଇବଲ (CL) NT (BSI)27 ସେମାନଙ୍କର ଅଧର୍ମ ଦୂର କରିବାବେଳେ ସେମାନଙ୍କ ସହିତ ଏହି ଚୁକ୍ତି କରିବୁ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 ଆଉ, ଯେତେବେଳେ ଆମ୍ଭେ ସେମାନଙ୍କର ପାପସବୁ ହରଣ କରିବା, ସେତେବେଳେ ଏହା ସେମାନଙ୍କ ସହିତ ଆମ୍ଭର ନିୟମ ହେବ।” Viz kapitolaପବିତ୍ର ବାଇବଲ27 ଓ ଆମ୍ଭେ ସେହି ଲୋକମାନଙ୍କର ପାପଗୁଡ଼ିକୁ ହରଣ କଲା ପରେ ଏହି ଚୁକ୍ତି କରିବା।” Viz kapitola |