ରୋମୀୟ 11:31 - ଓଡିଆ ବାଇବେଲ31 ସେହିପରି ଏମାନେ ମଧ୍ୟ ଏବେ ଅନାଜ୍ଞାବହ ହୋଇଅଛନ୍ତି, ଯେପରି ତୁମ୍ଭମାନଙ୍କ ପ୍ରତି ପ୍ରକାଶିତ ଦୟା ଦ୍ୱାରା ଏମାନେ ସୁଦ୍ଧା ଏବେ ଦୟା ପ୍ରାପ୍ତ ହୁଅନ୍ତି । Viz kapitolaପବିତ୍ର ବାଇବଲ (Re-edited) - (BSI)31 ସେହିପରି ଏମାନେ ମଧ୍ୟ ଏବେ ଅନାଜ୍ଞାବହ ହୋଇଅଛନ୍ତି, ଯେପରି ତୁମ୍ଭମାନଙ୍କ ପ୍ରତି ପ୍ରକାଶିତ ଦୟା ଦ୍ଵାରା ଏମାନେ ସୁଦ୍ଧା ଏବେ ଦୟାପ୍ରାପ୍ତ ହୁଅନ୍ତି। Viz kapitolaପବିତ୍ର ବାଇବଲ (CL) NT (BSI)31 ଯେହେତୁ ଅଣଇହୁଦୀମାନେ ମଧ୍ୟ ଅନୁଗ୍ରହ ପାଇଛନ୍ତି, ଇହୁଦୀମାନେ ବର୍ତ୍ତମାନ ଈଶ୍ୱରଙ୍କଠାରୁ ଦୂରେଇ ଯାଇଥିଲେ ସୁଦ୍ଧା, ଦିନେ ସେମାନେ ଫେରି ଆସି ଅନୁଗ୍ରହ ପାଇବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT31 ସେହିପରି ଏମାନେ ମଧ୍ୟ ଏବେ ଅନାଜ୍ଞାବହ ହୋଇଅଛନ୍ତି, ଯେପରି ତୁମ୍ଭମାନଙ୍କ ପ୍ରତି ପ୍ରକାଶିତ ଦୟା ଦ୍ୱାରା ଏମାନେ ସୁଦ୍ଧା ଏବେ ଦୟା ପ୍ରାପ୍ତ ହୁଅନ୍ତି। Viz kapitolaପବିତ୍ର ବାଇବଲ31 ଏବେ ଯିହୂଦୀମାନେ ଅବଜ୍ଞା କରୁଛନ୍ତି, କାରଣ ପରମେଶ୍ୱର ତୁମ୍ଭମାନଙ୍କୁ ଅନୁଗ୍ରହ କରୁଛନ୍ତି। କିନ୍ତୁଏହା ଘଟିଲା, ଯେହେତୁ ସେମାନେ ମଧ୍ୟ ପରମେଶ୍ୱରଙ୍କ ଅନୁଗ୍ରହ ଲାଭ କରି ପାରିବେ। Viz kapitola |