ରୋମୀୟ 11:32 - ଓଡିଆ ବାଇବେଲ32 କାରଣ ସମସ୍ତଙ୍କୁ ଦୟା କରିବା ନିମନ୍ତେ ଈଶ୍ୱର ସମସ୍ତଙ୍କୁ ଅନାଜ୍ଞାବହତାରେ ସମର୍ପଣ କରିଅଛନ୍ତି । Viz kapitolaପବିତ୍ର ବାଇବଲ (Re-edited) - (BSI)32 କାରଣ ସମସ୍ତଙ୍କୁ ଦୟା କରିବା ନିମନ୍ତେ ଈଶ୍ଵର ସମସ୍ତଙ୍କୁ ଅନାଜ୍ଞାବହତାରେ ସମର୍ପଣ କରିଅଛନ୍ତି। Viz kapitolaପବିତ୍ର ବାଇବଲ (CL) NT (BSI)32 ଈଶ୍ୱର ସମସ୍ତଙ୍କୁ ଅବାଧ୍ୟ ହେବା ପାଇଁ ଛାଡ଼ି ଦେଇଛନ୍ତି; ଫଳରେ ସମସ୍ତେ ଈଶ୍ୱରଙ୍କ ଦୟାର ପାତ୍ର ହୋଇ ପାରିବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT32 କାରଣ ସମସ୍ତଙ୍କୁ ଦୟା କରିବା ନିମନ୍ତେ ଈଶ୍ବର ସମସ୍ତଙ୍କୁ ଅନାଜ୍ଞାବହତାରେ ସମର୍ପଣ କରିଅଛନ୍ତି। Viz kapitolaପବିତ୍ର ବାଇବଲ32 ସବୁ ଲୋକେ ପରମେଶ୍ୱରଙ୍କୁ ଅବଜ୍ଞା କରୁଛନ୍ତି। ସମସ୍ତଙ୍କୁ ସେ ଅବାଧ୍ୟ ସ୍ଥିତିରେ ପକାଇଛନ୍ତି ଯେପରି ସେ ସମସ୍ତଙ୍କୁ ଦୟା ଦେଖାଇ ପାରିବେ। Viz kapitola |