ରୋମୀୟ 11:4 - ଓଡିଆ ବାଇବେଲ4 କିନ୍ତୁ ତାଙ୍କୁ ଈଶ୍ୱର କ'ଣ ଉତ୍ତର ଦିଅନ୍ତି ? "ଯେଉଁମାନେ ବାଆଲ୍ ସମ୍ମୁଖରେ ଆଣ୍ଠୁ ପକାଇ ନାହାଁନ୍ତି, ଏପରି ସାତ ହଜାର ଲୋକ ଆମ୍ଭେ ଆପଣା ନିମନ୍ତେ ଅବଶିଷ୍ଟ ରଖିଅଛୁ ।' Viz kapitolaପବିତ୍ର ବାଇବଲ (Re-edited) - (BSI)4 କିନ୍ତୁ ତାଙ୍କୁ ଈଶ୍ଵର କଅଣ ଉତ୍ତର ଦିଅନ୍ତି? “ଯେଉଁମାନେ ବାଆଲ୍ ସମ୍ମୁଖରେ ଆଣ୍ଠୁ ପକାଇ ନାହାନ୍ତି, ଏପରି ସାତ ହଜାର ଲୋକ ଆମ୍ଭେ ଆପଣା ନିମନ୍ତେ ଅବଶିଷ୍ଟ ରଖିଅଛୁ।” Viz kapitolaପବିତ୍ର ବାଇବଲ (CL) NT (BSI)4 ଏଲିୟଙ୍କୁ ଈଶ୍ୱର କି ଉତ୍ତର ଦେଇଥିଲେ? “ଭଣ୍ଡ ଦେବତା ବାଲ୍ ମୂର୍ତ୍ତିକୁ ପୂଜା କରି ନ ଥିବା ସାତ ହଜାର ଲୋକଙ୍କୁ ଆମ୍ଭ ନିମନ୍ତେ ରଖିଛୁ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 କିନ୍ତୁ ତାହାଙ୍କୁ ଈଶ୍ବର କଅଣ ଉତ୍ତର ଦିଅନ୍ତି? “ଯେଉଁମାନେ ଅନ୍ୟ ବାଆଲ୍ ଦେବତା ସମ୍ମୁଖରେ ଆଣ୍ଠୁ ପକାଇ ନାହାନ୍ତି, ଏପରି ସାତ ହଜାର ଲୋକ ଆମ୍ଭେ ଆପଣା ନିମନ୍ତେ ଅବଶିଷ୍ଟ ରଖିଅଛୁ।” Viz kapitolaପବିତ୍ର ବାଇବଲ4 କିନ୍ତୁ ତାହାଙ୍କୁ ପରମେଶ୍ୱରଙ୍କର ଉତ୍ତର କ’ଣ ଥିଲା? “ବାଆଲ ଆଗରେ ଆଣ୍ଠୁମାଡ଼ି ନ ଥିବା ସାତହଜାର ଲୋକଙ୍କୁ ଏବେ ମଧ୍ୟ ମୁଁ ନିଜ ପାଇଁ ରଖିଛି।” Viz kapitola |