ରୋମୀୟ 11:8 - ଓଡିଆ ବାଇବେଲ8 ଯେପରି ଲେଖା ଅଛି, "ଈଶ୍ୱର ଆଜି ପର୍ଯ୍ୟନ୍ତ ସେମାନଙ୍କୁ ଜଡ଼ତାର ଆତ୍ମା ଦେଇଅଛନ୍ତି, ଏପରି ଚକ୍ଷୁ ଦେଇଅଛନ୍ତି, ଯେପରି ସେମାନେ ଦେଖିବେ ନାହିଁ, ଆଉ ଏପରି କର୍ଣ୍ଣ ଦେଇଅଛନ୍ତି, ଯେପରି ସେମାନେ ଶୁଣିବେ ନାହିଁ । Viz kapitolaପବିତ୍ର ବାଇବଲ (Re-edited) - (BSI)8 ଯେପରି ଲେଖାଅଛି, “ଈଶ୍ଵର ଆଜି ପର୍ଯ୍ୟନ୍ତ ସେମାନଙ୍କୁ ଜଡ଼ତାର ଆତ୍ମା ଦେଇଅଛନ୍ତି, ଏପରି ଚକ୍ଷୁ ଦେଇଅଛନ୍ତି, ଯେପରି ସେମାନେ ଦେଖିବେ ନାହିଁ, ଆଉ ଏପରି କର୍ଣ୍ଣ ଦେଇଅଛନ୍ତି, ଯେପରି ସେମାନେ ଶୁଣିବେ ନାହିଁ। Viz kapitolaପବିତ୍ର ବାଇବଲ (CL) NT (BSI)8 ଶାସ୍ତ୍ର ବାକ୍ୟ ଅନୁଯାୟୀ, “ସତେ ଯେପରି ଈଶ୍ୱର ସେମାନଙ୍କ ମନ ଓ ହୃଦୟକୁ ଜଡ଼ିଭୂତ କରିଛନ୍ତି। ଏ ପର୍ଯ୍ୟନ୍ତ ସେମାନେ ନା ଦେଖି ପାରୁଛନ୍ତି, ନା ଶୁଣି ପାରୁଛନ୍ତି।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଯେପରି ଲେଖାଅଛି, “ଈଶ୍ବର ଆଜି ପର୍ଯ୍ୟନ୍ତ ସେମାନଙ୍କୁ ଜଡ଼ତାର ଆତ୍ମା ଦେଇଅଛନ୍ତି, ଏପରି ଚକ୍ଷୁ ଦେଇଅଛନ୍ତି, ଯେପରି ସେମାନେ ଦେଖିବେ ନାହିଁ, ଆଉ ଏପରି କର୍ଣ୍ଣ ଦେଇଅଛନ୍ତି, ଯେପରି ସେମାନେ ଶୁଣିବେ ନାହିଁ।” Viz kapitolaପବିତ୍ର ବାଇବଲ8 ଶାସ୍ତ୍ରରେ ଯେପରି ଲେଖା ଅଛି: “ପରମେଶ୍ୱର ଲୋକମାନଙ୍କୁ ଜଡ଼ତାର ଆତ୍ମାଦେଲେ।” “ସେମାନେ ସତ୍ୟକୁ ଦେଖି ନ ପାରନ୍ତି ସେଥିପାଇଁ ପରମେଶ୍ୱର ସେମାନଙ୍କର ଆଖି ବନ୍ଦ କରିଦେଲେ, ସେମାନେ ସତ୍ୟକୁ ଶୁଣି ନ ପାରନ୍ତୁ ସେଥିପାଇଁ ପରମେଶ୍ୱର ସେମାନଙ୍କର କାନ ବନ୍ଦ କରିଦେଲେ। ଏହି ଦଶା ଏବେ ସୁଦ୍ଧା ଲାଗି ରହିଛି।” Viz kapitola |