ରୋମୀୟ 12:2 - ଓଡିଆ ବାଇବେଲ2 ତୁମ୍ଭେମାନେ ଏହି ବର୍ତ୍ତମାନ ଯୁଗର ଅନୁରୂପୀ ହୁଅ ନାହିଁ, କିନ୍ତୁ ଯେପରି ତୁମ୍ଭେମାନେ ଈଶ୍ୱରଙ୍କ ଇଚ୍ଛା କ'ଣ, ଅର୍ଥାତ୍ ଉତ୍ତମ, ସୁଗ୍ରାହ୍ୟ ଓ ସିଦ୍ଧ ବିଷୟ କ'ଣ, ଏହା ପରୀକ୍ଷା କରି ଜାଣି ପାର, ଏଥି ନିମନ୍ତେ ଆପଣା ଆପଣା ମନର ନୂତନୀକରଣ ଦ୍ୱାରା ପରିବର୍ତ୍ତିତ ହୁଅ । Viz kapitolaପବିତ୍ର ବାଇବଲ (Re-edited) - (BSI)2 ତୁମ୍ଭେମାନେ ଏହି ବର୍ତ୍ତମାନ ଯୁଗର ଅନୁରୂପୀ ହୁଅ ନାହିଁ, କିନ୍ତୁ ଯେପରି ତୁମ୍ଭେମାନେ ଈଶ୍ଵରଙ୍କ ଇଚ୍ଛା କଅଣ, ଅର୍ଥାତ୍ ଉତ୍ତମ, ସୁଗ୍ରାହ୍ୟ ଓ ସିଦ୍ଧ ବିଷୟ କଅଣ, ଏହା ପରୀକ୍ଷା କରି ଜାଣି ପାର, ଏଥିନିମନ୍ତେ ଆପଣା ଆପଣା ମନର ନୂତନୀକରଣ ଦ୍ଵାରା ପରିବର୍ତ୍ତିତ ହୁଅ। Viz kapitolaପବିତ୍ର ବାଇବଲ (CL) NT (BSI)2 ଏ ଜଗତର ମାପ କାଠି ଅନୁଯାୟୀ ଆଚରଣ କର ନାହିଁ। ଈଶ୍ୱର ତୁମ୍ଭମାନଙ୍କର ମନୋଭାବକୁ ସମ୍ପୂର୍ଣ୍ଣ ପରିବର୍ତ୍ତନ କରନ୍ତୁ ଏବଂ ତୁମ ଅନ୍ତର ସମ୍ପୂର୍ଣ୍ଣ ରୂପାନ୍ତରିତ ହେଉ। ତା’ହେଲେ, ଈଶ୍ୱରଙ୍କ ଇଚ୍ଛା କଅଣ, ତାଙ୍କ ଦୃଷ୍ଟିରେ କେଉଁ ସବୁ ବିଷୟ ସତ୍, ସନ୍ତୋଷଜନକ ଓ ସିଦ୍ଧ, ଏହା ତୁମ୍ଭେମାନେ ଜାଣିପାରିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ତୁମ୍ଭେମାନେ ଏହି ବର୍ତ୍ତମାନ ଯୁଗର ଅନୁରୂପୀ ହୁଅ ନାହିଁ, କିନ୍ତୁ ଯେପରି ତୁମ୍ଭେମାନେ ଈଶ୍ବରଙ୍କ ଇଚ୍ଛା କଅଣ, ଅର୍ଥାତ୍ ଉତ୍ତମ, ସୁଗ୍ରାହ୍ୟ ଓ ସିଦ୍ଧ ବିଷୟ କଅଣ, ଏହା ପରୀକ୍ଷା କରି ଜାଣି ପାର, ଏଥିନିମନ୍ତେ ଆପଣା ଆପଣା ମନର ନୂତନୀକରଣ ଦ୍ୱାରା ପରିବର୍ତ୍ତିତ ହୁଅ। Viz kapitolaପବିତ୍ର ବାଇବଲ2 ଏହା ପରେ ଏହି ସଂସାରର ରୀତି ଅନୁସାରେ ଆଚରଣ କର ନାହିଁ, ବରଂ ନୂତନ ଚିନ୍ତନ ମାର୍ଗରେ ନିଜର ଅନ୍ତରକୁ ପରିବର୍ତ୍ତିତ କର। ତେବେ ପରମେଶ୍ୱର ତୁମ୍ଭମାନଙ୍କ ପାଇଁ କ’ଣ ଇଚ୍ଛା କରନ୍ତି, ତୁମ୍ଭେମାନେ ଜାଣି ପାରିବ। ତୁମ୍ଭେମାନେ ଜାଣି ପାରିବ ଯେ, କେଉଁ ବିଷୟ ଗୁଡ଼ିକ ଭଲ, ପରମେଶ୍ୱରଙ୍କୁ ପ୍ରିୟ ଓ ସିଦ୍ଧ। Viz kapitola |