Online Bible

- Reklamy -




ରୋମୀୟ 12:20 - ଓଡିଆ ବାଇବେଲ

20 ବରଂ ଯଦି ତୁମ୍ଭର ଶତ୍ରୁ କ୍ଷୁଧିତ, ତେବେ ତାକୁ ଭୋଜନ କରାଅ; ଯଦି ସେ ତୃଷିତ ତାକୁ ପାନ କରାଅ; କାରଣ ଏହିପରି କଲେ ତୁମ୍ଭେ ତା'ର ମସ୍ତକ ଉପରେ ଜ୍ୱଳନ୍ତା ଅଙ୍ଗାର ଗଦା କରିବ ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

20 ବରଂ ଯଦି ତୁମ୍ଭର ଶତ୍ରୁ କ୍ଷୁଧିତ, ତେବେ ତାକୁ ଭୋଜନ କରାଅ; ଯଦି ସେ ତୃଷିତ ତାକୁ ପାନ କରାଅ; କାରଣ ଏହିପରି କଲେ ତୁମ୍ଭେ ତାʼର ମସ୍ତକ ଉପରେ ଜ୍ଵଳନ୍ତା ଅଙ୍ଗାର ଗଦା କରିବ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

20 ବରଂ ଶାସ୍ତ୍ରର ନିର୍ଦ୍ଦେଶ ଅନୁସାରେ “ତୁମ ଶତ୍ରୁ କ୍ଷୁଧିତ ଥିଲେ, ତାକୁ ଖାଇବାକୁ ଦିଅ; ତୃଷିତ ଥିଲେ, ପାନ କରାଅ। ଏଥିଦ୍ୱାରା ସେ ଲଜ୍ଜାରେ ଦଗ୍ଧ ହୋଇଯିବ।”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 “ବରଂ ଯଦି ତୁମ୍ଭର ଶତ୍ରୁ କ୍ଷୁଧିତ, ତେବେ ତାହାକୁ ଭୋଜନ କରାଅ; ଯଦି ସେ ତୃଷିତ ତାହାକୁ ପାନ କରାଅ; କାରଣ ଏହିପରି କଲେ ତୁମ୍ଭେ ତାହାର ମସ୍ତକ ଉପରେ ଜ୍ୱଳନ୍ତା ଅଙ୍ଗାର ଗଦା କରିବ।”

Viz kapitola kopírovat

ପବିତ୍ର ବାଇବଲ

20 କିନ୍ତୁ ତୁମ୍ଭେମାନେ ଏପରି କରିବା ଉଚିତ୍: “ଯଦି ତୁମ୍ଭର ଶତ୍ରୁ ଭୋକରେ ଅଛି, ତାହାକୁ ଖାଇବାକୁ ଦିଅ, ଯଦି ତୁମ୍ଭ ଶତ୍ରୁ ତୃଷିତ ଅଛି, ତାହାକୁ ପିଇବାକୁ ଦିଅ। ଏପରି କଲେ ତୁମ୍ଭେ ତାହାକୁ ଲଜ୍ଜିତ କରି ପାରିବ।”

Viz kapitola kopírovat




ରୋମୀୟ 12:20

Následuj nás:

Reklamy


Reklamy