ରୋମୀୟ 13:1 - ଓଡିଆ ବାଇବେଲ1 ପ୍ରତ୍ୟେକ ଜଣ ଅଧିକାରପ୍ରାପ୍ତ ଶାସନକର୍ତ୍ତାଙ୍କ ବଶୀଭୂତ ହେଉ, କାରଣ ଅଧିକାର କେବଳ ଈଶ୍ୱରଙ୍କଠାରୁ ଆସେ, ଆଉ ଯେ ସମସ୍ତ ଅଧିକାରପ୍ରାପ୍ତ ଶାସନକର୍ତ୍ତା ଅଛନ୍ତି; ସେମାନେ ଈଶ୍ୱରଙ୍କ ଦ୍ୱାରା ନିଯୁକ୍ତ । Viz kapitolaପବିତ୍ର ବାଇବଲ (Re-edited) - (BSI)1 ପ୍ରତ୍ୟେକ ଜଣ ଅଧିକାର ପ୍ରାପ୍ତ ଶାସନକର୍ତ୍ତାଙ୍କ ବଶୀଭୂତ ହେଉ, କାରଣ ଅଧିକାର କେବଳ ଈଶ୍ଵରଙ୍କଠାରୁ ଆସେ, ଆଉ ଯେସମସ୍ତ ଅଧିକାରପ୍ରାପ୍ତ ଶାସନକର୍ତ୍ତା ଅଛନ୍ତି; ସେମାନେ ଈଶ୍ଵରଙ୍କ ଦ୍ଵାରା ନିଯୁକ୍ତ। Viz kapitolaପବିତ୍ର ବାଇବଲ (CL) NT (BSI)1 ଶାସକମାନଙ୍କର ବାଧ୍ୟ ହେବା ପ୍ରତ୍ୟେକର କର୍ତ୍ତବ୍ୟ, କାରଣ ଈଶ୍ୱରଙ୍କ ଅନୁମତି ବିନା କେହି ଶାସନ କ୍ଷମତା ପାଏ ନାହିଁ। କ୍ଷମତାରେ ଥିବା ଶାସକମାନେ ଈଶ୍ୱରଙ୍କ ଦ୍ୱାରା ପ୍ରତିଷ୍ଠିତ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ପ୍ରତ୍ୟେକ ଜଣ ଅଧିକାରପ୍ରାପ୍ତ ଶାସନକର୍ତ୍ତାଙ୍କ ବଶୀଭୂତ ହେଉ, କାରଣ ଅଧିକାର କେବଳ ଈଶ୍ବରଙ୍କଠାରୁ ଆସେ, ଆଉ ଯେ ସମସ୍ତ ଅଧିକାରପ୍ରାପ୍ତ ଶାସନକର୍ତ୍ତା ଅଛନ୍ତି; ସେମାନେ ଈଶ୍ବରଙ୍କ ଦ୍ୱାରା ନିଯୁକ୍ତ। Viz kapitolaପବିତ୍ର ବାଇବଲ1 ପ୍ରତ୍ୟେକ ଲୋକର ସରକାରୀ ଶାସକମାନଙ୍କ ଅଧୀନତା ସ୍ୱୀକାର କରିବା ଉଚିତ୍। କାରଣ ସେମାନଙ୍କ ଏହି କ୍ଷମତା ପରମେଶ୍ୱରଙ୍କ ଦ୍ୱାରା ଦିଆଯାଇଛି ଏବଂ ବର୍ତ୍ତମାନ ଯେଉଁମାନେ ଅଧିକାରୀ, ପରମେଶ୍ୱରଙ୍କ ଦ୍ୱାରା ସେମାନଙ୍କୁ ଏହି କ୍ଷମତା ପ୍ରଦାନ କରାଯାଇଛି। Viz kapitola |