ରୋମୀୟ 13:11 - ଓଡିଆ ବାଇବେଲ11 ପୁଣି, ଏବେ ତୁମ୍ଭମାନଙ୍କର ନିଦ୍ରାରୁ ଜାଗ୍ରତ ହେବାର ସମୟ ଯେ ଉପସ୍ଥିତ, ଏହା ଜାଣି ଏହି ସବୁ କର; କାରଣ ଆମ୍ଭମାନଙ୍କ ବିଶ୍ୱାସ କରିବାର ଦିନଠାରୁ ବର୍ତ୍ତମାନ ପରିତ୍ରାଣ ଆମ୍ଭମାନଙ୍କର ଅଧିକ ସନ୍ନିକଟ । Viz kapitolaପବିତ୍ର ବାଇବଲ (Re-edited) - (BSI)11 ପୁଣି, ଏବେ ତୁମ୍ଭମାନଙ୍କର ନିଦ୍ରାରୁ ଜାଗ୍ରତ ହେବାର ସମୟ ଯେ ଉପସ୍ଥିତ, ଏହା ଜାଣି ଏହିସବୁ କର; କାରଣ ଆମ୍ଭମାନଙ୍କ ବିଶ୍ଵାସ କରିବାର ଦିନଠାରୁ ବର୍ତ୍ତମାନ ପରିତ୍ରାଣ ଆମ୍ଭମାନଙ୍କର ଅଧିକ ସନ୍ନିକଟ। Viz kapitolaପବିତ୍ର ବାଇବଲ (CL) NT (BSI)11 ଏବେ ଏ ସମସ୍ତ ତୁମକୁ ଅବଶ୍ୟ କରିବାକୁ ହେବ, କାରଣ ନିଦ୍ରାରୁ ଜାଗ୍ରତ ହେବା ସମୟ ଉପସ୍ଥିତ। ପରିତ୍ରାଣ ପାଇବାର ସମୟ ପୂର୍ବାପେକ୍ଷା ଏବେ ଅଧିକ ସନ୍ନିକଟ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ପୁଣି, ଏବେ ତୁମ୍ଭମାନଙ୍କର ନିଦ୍ରାରୁ ଜାଗ୍ରତ ହେବାର ସମୟ ଯେ ଉପସ୍ଥିତ, ଏହା ଜାଣି ଏହିସବୁ କର; କାରଣ ଆମ୍ଭମାନଙ୍କ ବିଶ୍ୱାସ କରିବାର ଦିନଠାରୁ ବର୍ତ୍ତମାନ ପରିତ୍ରାଣ ଆମ୍ଭମାନଙ୍କର ଅଧିକ ସନ୍ନିକଟ। Viz kapitolaପବିତ୍ର ବାଇବଲ11 ମୁଁ ଏହି ସମସ୍ତ କଥା କହୁଛି, କାରଣ ଆମ୍ଭର ଏହି ସମୟଟି ଅତି ମହତ୍ତ୍ୱପୂର୍ଣ୍ଣ। ନିଦ୍ରାରୁ ଜାଗ୍ରତ ହେବାର ସମୟ ଉପସ୍ଥିତ ହୋଇଅଛି। ଆରମ୍ଭ କାଳରେ ବିଶ୍ୱାସ କରିବା ତୁଳନାରେ ଏବେ ଆମ୍ଭେ ଉଦ୍ଧାର ପାଇବା ସମୟର ନିକଟତର ହୋଇଛୁ। Viz kapitola |