ରୋମୀୟ 13:4 - ଓଡିଆ ବାଇବେଲ4 କାରଣ ସେ ମଙ୍ଗଳ ନିମନ୍ତେ ତୁମ୍ଭ ପାଇଁ ଈଶ୍ୱରଙ୍କ ସେବକ । କିନ୍ତୁ ଯଦି ଅସଦାଚାର କର, ତାହାହେଲେ ଭୀତ ହୁଅ, ଯେଣୁ ସେ ନିରର୍ଥକ ଖଡ଼୍ଗ ଧାରଣ କରନ୍ତି ନାହିଁ, କାରଣ ସେ ଈଶ୍ୱରଙ୍କ ସେବକ ସ୍ୱରୂପେ ଅସଦାଚାରୀ ପ୍ରତି କ୍ରୋଧ ପ୍ରକାଶ କରିବା ନିମନ୍ତେ ଦଣ୍ଡଦାତା ଅଟନ୍ତି । Viz kapitolaପବିତ୍ର ବାଇବଲ (Re-edited) - (BSI)4 କାରଣ ସେ ମଙ୍ଗଳ ନିମନ୍ତେ ତୁମ୍ଭ ପାଇଁ ଈଶ୍ଵରଙ୍କ ସେବକ। କିନ୍ତୁ ଯଦି ଅସଦାଚାର କର, ତାହାହେଲେ ଭୀତ ହୁଅ, ଯେଣୁ ସେ ନିରର୍ଥକ ଖଡ଼୍ଗ ଧାରଣ କରନ୍ତି ନାହିଁ, କାରଣ ସେ ଈଶ୍ଵରଙ୍କ ସେବକ ସ୍ଵରୂପେ ଅସଦାଚାରୀ ପ୍ରତି କ୍ରୋଧ ପ୍ରକାଶ କରିବା ନିମନ୍ତେ ଦଣ୍ତଦାତା ଅଟନ୍ତି। Viz kapitolaପବିତ୍ର ବାଇବଲ (CL) NT (BSI)4 ତୁମ କଲ୍ୟାଣ କରିବା ପାଇଁ ସେ ଈଶ୍ୱରଙ୍କ ଦ୍ୱାରା ନିଯୁକ୍ତ। କିନ୍ତୁ ତୁମେ ଯଦି ଦୁଷ୍କର୍ମ କରୁଥାଅ, ତେବେ ଶାସକକୁ ଭୟ କର, କାରଣ ତୁମକୁ ଦଣ୍ଡ ଦେବା ପାଇଁ ପ୍ରକୃତରେ ତାଙ୍କର କ୍ଷମତା ଅଛି। ସେ ଈଶ୍ୱରଙ୍କ ଦ୍ୱାରା ନିଯୁକ୍ତ କର୍ମଚାରୀ। ଦୁଷ୍କର୍ମଚାରୀମାନଙ୍କୁ ଶାସ୍ତି ଦେବା ପାଇଁ ସେ ଈଶ୍ୱରଙ୍କ ଆଦେଶ ପାଳନ କରନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 କାରଣ ସେ ମଙ୍ଗଳ ନିମନ୍ତେ ତୁମ୍ଭ ପାଇଁ ଈଶ୍ବରଙ୍କ ସେବକ। କିନ୍ତୁ ଯଦି ଅସଦାଚାର କର, ତାହାହେଲେ ଭୀତ ହୁଅ, ଯେଣୁ ସେ ନିରର୍ଥକ ଖଡ୍ଗ ଧାରଣ କରନ୍ତି ନାହିଁ, କାରଣ ସେ ଈଶ୍ବରଙ୍କ ସେବକ ସ୍ୱରୂପେ ଅସଦାଚାରୀ ପ୍ରତି କ୍ରୋଧ ପ୍ରକାଶ କରିବା ନିମନ୍ତେ ଦଣ୍ଡଦାତା ଅଟନ୍ତି। Viz kapitolaପବିତ୍ର ବାଇବଲ4 ତୁମ୍ଭକୁ ସାହାଯ୍ୟ କରିବା ପାଇଁ ଶାସକ ହେଉଛନ୍ତି ପରମେଶ୍ୱରଙ୍କ ସେବକ। କିନ୍ତୁ ତୁମ୍ଭେ ଭୁଲ୍ କଲେ ଭୟ କରିବ। ଶାସକର ଦଣ୍ତ ଦେବା କ୍ଷମତା ଅଛି, ସେ ସେହି କ୍ଷମତାର ପ୍ରୟୋଗ କରି ମନ୍ଦ କାମ କରୁଥିବା ଲୋକକୁ ଦଣ୍ତ ଦେବେ। Viz kapitola |