ରୋମୀୟ 13:8 - ଓଡିଆ ବାଇବେଲ8 ପରସ୍ପରକୁ ପ୍ରେମ କରିବା ବିନା ଆଉ କାହିଁରେ କାହାରିଠାରେ ଋଣୀ ହୁଅ ନାହିଁ; କାରଣ ଯେ ପରକୁ ପ୍ରେମ କରେ, ସେ ମୋଶାଙ୍କ ବ୍ୟବସ୍ଥା ସଫଳ କରିଅଛି । Viz kapitolaପବିତ୍ର ବାଇବଲ (Re-edited) - (BSI)8 ପରସ୍ପରକୁ ପ୍ରେମ କରିବା ବିନା ଆଉ କାହିଁରେ କାହାରିଠାରେ ଋଣୀ ହୁଅ ନାହିଁ; କାରଣ ଯେ ପରକୁ ପ୍ରେମ କରେ, ସେ ବ୍ୟବସ୍ଥା ସଫଳ କରିଅଛି। Viz kapitolaପବିତ୍ର ବାଇବଲ (CL) NT (BSI)8 ପରସ୍ପରକୁ ପ୍ରେମ କରିବା ଛଡ଼ା ଆଉ କୌଣସି ବିଷୟରେ କାହାର ଋଣୀ ହୋଇ ରହ ନାହିଁ। ଯେ ଅନ୍ୟକୁ ପ୍ରେମ କରେ, ସେ ବ୍ୟବସ୍ଥା ପାଳନ କରେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ପରସ୍ପରକୁ ପ୍ରେମ କରିବା ବିନା ଆଉ କାହିଁରେ କାହାରିଠାରେ ଋଣୀ ହୁଅ ନାହିଁ; କାରଣ ଯେ ପରକୁ ପ୍ରେମ କରେ, ସେ ବ୍ୟବସ୍ଥା ସଫଳ କରିଅଛି। Viz kapitolaପବିତ୍ର ବାଇବଲ8 କାହାର ଋଣୀ ହୁଅ ନାହିଁ। କିନ୍ତୁ ପରସ୍ପର ପ୍ରତି ପ୍ରେମର ଋଣରେ ଋଣୀ ହୁଅ। ଯେଉଁ ଲୋକ ପ୍ରତିବାସିକୁ ପ୍ରେମ କରେ ସେ ସମ୍ପୂର୍ଣ୍ଣ ବ୍ୟବସ୍ଥା ମାନିଛି। Viz kapitola |