Online Bible

- Reklamy -




ରୋମୀୟ 14:11 - ଓଡିଆ ବାଇବେଲ

11 ଯେଣୁ ଲେଖା ଅଛି, "ପ୍ରଭୁ କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ, ପ୍ରତ୍ୟେକ ଆଣ୍ଠୁ ଆମ୍ଭ ଛାମୁରେ ନତ ହେବ, ଆଉ ପ୍ରତ୍ୟେକ ଜିହ୍ୱା ଈଶ୍ୱରଙ୍କ ପ୍ରଶଂସା କରିବ ।"

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

11 ଯେଣୁ ଲେଖାଅଛି, “ପ୍ରଭୁ କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ, ପ୍ରତ୍ୟେକ ଜାନୁ ଆମ୍ଭ ଛାମୁରେ ନତ ହେବ, ଆଉ ପ୍ରତ୍ୟେକ ଜିହ୍ଵା ଈଶ୍ଵରଙ୍କ ପ୍ରଶଂସା କରିବ।”

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

11 କାରଣ ଯେପରିକି ଶାସ୍ତ୍ରରେ ଲେଖାଅଛି: “ପ୍ରଭୁ କହୁଛନ୍ତି, ଯେହେତୁ ଆମ୍ଭେ ଜୀବିତ ଈଶ୍ୱର, ସମସ୍ତେ ଆମ୍ଭ ସମ୍ମୁଖରେ ଆଣ୍ଠୁ ପାତିବେ। ଆମ୍ଭେ ଈଶ୍ୱର ବୋଲି ସମସ୍ତେ ସ୍ୱୀକାର କରିବେ।”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ଯେଣୁ ଲେଖାଅଛି, “ପ୍ରଭୁ କହନ୍ତି, ‘ଆମ୍ଭେ ଜୀବିତ ଥିବା ପ୍ରମାଣେ,’ ‘ପ୍ରତ୍ୟେକ ଆଣ୍ଠୁ ଆମ୍ଭ ଛାମୁରେ ନତ ହେବ, ଆଉ ପ୍ରତ୍ୟେକ ଜିହ୍ୱା ଈଶ୍ବରଙ୍କ ପ୍ରଶଂସା କରିବ।’”

Viz kapitola kopírovat

ପବିତ୍ର ବାଇବଲ

11 ଶାସ୍ତ୍ରରେ ଲେଖା ଅଛି: “ପ୍ରଭୁ କହିଛନ୍ତି: ପ୍ରତ୍ୟେକ ଲୋକ ମୋ’ ଆଗରେ ଆଣ୍ଠୁ ମାଡ଼ି ବସିବ। ପ୍ରତ୍ୟେକ ଲୋକ ମୋତେ ପରମେଶ୍ୱର ବୋଲି କହିବ। ମୁଁ ଜୀବିତ ଥିବା ଯେପରି ସତ୍ୟ, ସେହିପରି ଏହା ଘଟିବ।”

Viz kapitola kopírovat




ରୋମୀୟ 14:11

Následuj nás:

Reklamy


Reklamy