ରୋମୀୟ 15:1 - ଓଡିଆ ବାଇବେଲ1 ବିଶ୍ୱାସରେ ବଳବାନ ଯେ ଆମ୍ଭେମାନେ, ଦୁର୍ବଳମାନଙ୍କ ଦୁର୍ବଳତା ସହିବା ଆମ୍ଭମାନଙ୍କର ଉଚିତ, ଆଉ ନିଜ ନିଜର ସୁଖ ଚେଷ୍ଟା କରିବା ଉଚିତ ନୁହେଁ । Viz kapitolaପବିତ୍ର ବାଇବଲ (Re-edited) - (BSI)1 ବିଶ୍ଵାସରେ ବଳବାନ ଯେ ଆମ୍ଭେମାନେ, ଦୁର୍ବଳମାନଙ୍କ ଦୁର୍ବଳତା ସହିବା ଆମ୍ଭମାନଙ୍କର ଉଚିତ, ଆଉ ନିଜ ନିଜର ସୁଖ ଚେଷ୍ଟା କରିବା ଉଚିତ ନୁହେଁ। Viz kapitolaପବିତ୍ର ବାଇବଲ (CL) NT (BSI)1 ଯେଉଁମାନେ ବିଶ୍ୱାସରେ ବଳିଷ୍ଠ, ସେମାନ ଦୁର୍ବଳ ବିଶ୍ୱାସୀ ଭାଇର ଦୋଷ ଦୁର୍ବଳତା ପ୍ରତି ସହନଶୀଳ ହୁଅନ୍ତୁ। କେହି କେବଳ ନିଜକୁ ଖୁସି କରିବା ପାଇଁ ଇଚ୍ଛା ନ କରୁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ବିଶ୍ୱାସରେ ବଳବାନ ଯେ ଆମ୍ଭେମାନେ, ଦୁର୍ବଳମାନଙ୍କ ଦୁର୍ବଳତା ସହିବା ଆମ୍ଭମାନଙ୍କର ଉଚିତ, ଆଉ ନିଜ ନିଜର ସୁଖ ଚେଷ୍ଟା କରିବା ଉଚିତ୍ ନୁହେଁ। Viz kapitolaପବିତ୍ର ବାଇବଲ1 ଆମ୍ଭେ ଆମ୍ଭର ବିଶ୍ୱାସ ପାଇଁ ବଳବାନ୍ ଅଟୁ। ଅତଏବ, ଦୁର୍ବଳ ଲୋକମାନଙ୍କୁ ଆମ୍ଭେ ସାହାଯ୍ୟ କରିବା ଉଚିତ୍ ଏବଂ ସେମାନଙ୍କର ଦୁର୍ବଳତାରୁ ସେମାନଙ୍କୁ ଉଦ୍ଧାର କରିବା। ଆମ୍ଭେ କେବଳ ନିଜକୁ ଖୁସୀ ରଖିବା ପାଇଁ ଚେଷ୍ଟା କରିବା ଉଚିତ୍ ନୁହେଁ। Viz kapitola |