Online Bible

- Reklamy -




ରୋମୀୟ 15:11 - ଓଡିଆ ବାଇବେଲ

11 ପୁନଶ୍ଚ, "ହେ ଅଣଯିହୂଦୀ ସମସ୍ତେ ପ୍ରଭୁଙ୍କ ପ୍ରଶଂସା କର, ଆଉ, ଲୋକ ସମସ୍ତେ ତାହାଙ୍କର ପ୍ରଶଂସା କରନ୍ତୁ ।"

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

11 ପୁନଶ୍ଚ, “ହେ ବିଜାତି ସମସ୍ତେ ପ୍ରଭୁଙ୍କ ପ୍ରଶଂସା କର, ଆଉ, ଲୋକ ସମସ୍ତେ ତାହାଙ୍କର ପ୍ରଶଂସା କରନ୍ତୁ।”

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

11 ପୁନଶ୍ଚ, “ସମସ୍ତ ଜାତିର ଲୋକମାନେ ତାଙ୍କର ସ୍ତୁତିଗାନ କରନ୍ତୁ।”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ପୁନଶ୍ଚ, “ହେ ଅଣଯିହୁଦୀ ସମସ୍ତେ ପ୍ରଭୁଙ୍କ ପ୍ରଶଂସା କର, ଆଉ, ଲୋକମାନେ ସମସ୍ତେ ତାହାଙ୍କର ପ୍ରଶଂସା କରନ୍ତୁ।”

Viz kapitola kopírovat

ପବିତ୍ର ବାଇବଲ

11 ଶାସ୍ତ୍ର ଏ ଭଳି ମଧ୍ୟ କୁହେ, “ତୁମ୍ଭେ ଅଣଯିହୂଦୀମାନେ ପ୍ରଭୁଙ୍କର ପ୍ରଶଂସା ଗାନ କର, ସମସ୍ତ ଲୋକେ ମଧ୍ୟ ପ୍ରଭୁଙ୍କର ପ୍ରଶଂସା କରିବା ଉଚିତ୍।”

Viz kapitola kopírovat




ରୋମୀୟ 15:11

Následuj nás:

Reklamy


Reklamy