Online Bible

- Reklamy -




ରୋମୀୟ 15:14 - ଓଡିଆ ବାଇବେଲ

14 ଆଉ ହେ ମୋହର ଭାଇମାନେ, ତୁମ୍ଭେମାନେ ଯେ ଆପେ ଆପେ ମଙ୍ଗଳଭାବରେ ଓ ସମସ୍ତ ଜ୍ଞାନରେ ପରିପୂର୍ଣ୍ଣ; ପୁଣି, ପରସ୍ପରକୁ ଚେତନା ଦେବା ନିମନ୍ତେ ମଧ୍ୟ ସକ୍ଷମ, ଏହା ମୁଁ ନିଜେ ସୁଦ୍ଧା ତୁମ୍ଭମାନଙ୍କ ବିଷୟରେ ନିଶ୍ଚୟ ବୋଧ କରୁଅଛି ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

14 ଆଉ ହେ ମୋହର ଭାଇମାନେ, ତୁମ୍ଭେମାନେ ଯେ ଆପେ ଆପେ ମଙ୍ଗଳ ଭାବରେ ଓ ସମସ୍ତ ଜ୍ଞାନରେ ପରିପୂର୍ଣ୍ଣ; ପୁଣି, ପରସ୍ପରକୁ ଚେତନା ଦେବା ନିମନ୍ତେ ମଧ୍ୟ ସକ୍ଷମ, ଏହା ମୁଁ ନିଜେ ସୁଦ୍ଧା ତୁମ୍ଭମାନଙ୍କ ବିଷୟରେ ନିଶ୍ଚୟ ବୋଧ କରୁଅଛି।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

14 ଭାଇମାନେ, ମୋର ବିଶ୍ୱାସ, ତୁମ୍ଭେମାନେ ସମସ୍ତ ସଦ୍ଗୁଣ ତଥା ଜ୍ଞାନରେ ପରିପୂର୍ଣ୍ଣ ଓ ପରସ୍ପରକୁ ଶିକ୍ଷା ଦେବା ପାଇଁ ସମର୍ଥ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ଆଉ ହେ ମୋହର ଭାଇମାନେ, ତୁମ୍ଭେମାନେ ଯେ ଆପେ ଆପେ ଉତ୍ତମତା ଓ ସମସ୍ତ ଜ୍ଞାନରେ ପରିପୂର୍ଣ୍ଣ; ପୁଣି, ପରସ୍ପରକୁ ଚେତନା ଦେବା ନିମନ୍ତେ ମଧ୍ୟ ସକ୍ଷମ, ଏହା ମୁଁ ନିଜେ ସୁଦ୍ଧା ତୁମ୍ଭମାନଙ୍କ ବିଷୟରେ ନିଶ୍ଚୟ ବୋଧ କରୁଅଛି।

Viz kapitola kopírovat

ପବିତ୍ର ବାଇବଲ

14 ମୋ’ ଭାଇ ଓ ଭଉଣୀମାନେ! ମୁଁ ଜାଣେ ଯେ ତୁମ୍ଭେମାନେ ଭଲ ଗୁଣରେ ପରିପୂର୍ଣ୍ଣ। ତୁମ୍ଭମାନଙ୍କର ପ୍ରଚୁର ଜ୍ଞାନ ଅଛି ଓ ତୁମ୍ଭେମାନେ ପରସ୍ପରକୁ ଶିକ୍ଷା ଦେଇ ପାରିବ।

Viz kapitola kopírovat




ରୋମୀୟ 15:14

Následuj nás:

Reklamy


Reklamy