ରୋମୀୟ 15:18 - ଓଡିଆ ବାଇବେଲ18 କାରଣ ଅଣଯିହୂଦୀମାନଙ୍କୁ ଆଜ୍ଞାବହ କରିବା ନିମନ୍ତେ ଖ୍ରୀଷ୍ଟ ମୋ' ଦ୍ୱାରା ବାକ୍ୟରେ ଓ କର୍ମରେ, ଅର୍ଥାତ୍ ନାନା ଚିହ୍ନ ଓ ଆଶ୍ଚର୍ଯ୍ୟକର୍ମରେ, ପବିତ୍ର ଆତ୍ମାଙ୍କ ଶକ୍ତିରେ ଯାହା ଯାହା ସାଧନ କରି ନାହାଁନ୍ତି, ଏପରି କୌଣସି ବିଷୟ କହିବାକୁ ମୁଁ ସାହସ କରିବି ନାହିଁ । Viz kapitolaପବିତ୍ର ବାଇବଲ (Re-edited) - (BSI)18 କାରଣ ବିଜାତିମାନଙ୍କୁ ଆଜ୍ଞାବହ କରିବା ନିମନ୍ତେ ଖ୍ରୀଷ୍ଟ ମୋʼ ଦ୍ଵାରା ବାକ୍ୟରେ ଓ କର୍ମରେ, ଅର୍ଥାତ୍ ନାନା ଚିହ୍ନ ଓ ଆଶ୍ଚର୍ଯ୍ୟକର୍ମରେ, ପବିତ୍ର ଆତ୍ମାଙ୍କ ଶକ୍ତିରେ ଯାହା ଯାହା ସାଧନ କରି ନାହାନ୍ତି, ଏପରି କୌଣସି ବିଷୟ କହିବାକୁ ମୁଁ ସାହସ କରିବି ନାହିଁ। Viz kapitolaପବିତ୍ର ବାଇବଲ (CL) NT (BSI)18 ଅଣଇହୁଦୀମାନଙ୍କୁ ଈଶ୍ୱରଙ୍କ ଆଜ୍ଞାବହ କରାଇବା ନିମନ୍ତେ ଖ୍ରୀଷ୍ଟ ମୋ’ ଦ୍ୱାରା କଅଣ ସାଧନ କରିଛନ୍ତି, କେବଳ ଏ କଥା କହିବାକୁ ମୁଁ ସାହସୀ ହୋଇଛି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 କାରଣ ଅଣଯିହୁଦୀମାନଙ୍କୁ ଆଜ୍ଞାବହ କରିବା ନିମନ୍ତେ ଖ୍ରୀଷ୍ଟ ମୋʼ ଦ୍ୱାରା ବାକ୍ୟରେ ଓ କର୍ମରେ, ଅର୍ଥାତ୍ ନାନା ଚିହ୍ନ ଓ ଆଶ୍ଚର୍ଯ୍ୟକର୍ମରେ, ପବିତ୍ର ଆତ୍ମାଙ୍କ ଶକ୍ତିରେ ଯାହା ଯାହା ସାଧନ କରି ନାହାନ୍ତି, ଏପରି କୌଣସି ବିଷୟ କହିବାକୁ ମୁଁ ସାହସ କରିବି ନାହିଁ। Viz kapitolaପବିତ୍ର ବାଇବଲ18 ମୁଁ ନିଜେ କରିଥିବା କାର୍ଯ୍ୟ ବିଷୟରେ କିଛି କହିବି ନାହିଁ। ମୁଁ କେବଳ ସେହି କଥା ଗୁଡ଼ିକ କହିବି, ଯାହା ଖ୍ରୀଷ୍ଟ ଯୀଶୁ ମୋ’ ଦ୍ୱାରା କରିଛନ୍ତି ଯଦ୍ଦ୍ୱାରା ଅଣଯିହୂଦୀମାନେ ପରମେଶ୍ୱରଙ୍କ ବାଧ୍ୟ ହେବେ। ସେମାନେ ମୋ’ କଥା ଓ କାର୍ଯ୍ୟ ପାଇଁ ପରମେଶ୍ୱରଙ୍କୁ ମାନିଛନ୍ତି। Viz kapitola |