Online Bible

- Reklamy -




ରୋମୀୟ 15:19 - ଓଡିଆ ବାଇବେଲ

19 ଏହି ପ୍ରକାରେ ଯିରୂଶାଲମଠାରୁ ଇଲ୍ଲୁରିକ ପର୍ଯ୍ୟନ୍ତ ଚତୁର୍ଦ୍ଦିଗରେ ମୁଁ ଖ୍ରୀଷ୍ଟଙ୍କ ସୁସମାଚାର ସମ୍ପୂର୍ଣ୍ଣ ରୂପେ ପ୍ରଚାର କରିଅଛି,

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

19 ଏହିପ୍ରକାରେ ଯିରୂଶାଲମଠାରୁ ଇଲ୍ଲୁରିକ ପର୍ଯ୍ୟନ୍ତ ଚତୁର୍ଦ୍ଦିଗରେ ମୁଁ ଖ୍ରୀଷ୍ଟଙ୍କ ସୁସମାଚାର ସମ୍ପୂର୍ଣ୍ଣ ରୂପେ ପ୍ରଚାର କରିଅଛି,

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

19 ଏହା ସେ କରିଛନ୍ତି, ବାକ୍ୟ ଓ କର୍ମ ଦ୍ୱାରା ଓ ଈଶ୍ୱରଙ୍କ ଆତ୍ମାଙ୍କ ଶକ୍ତିରେ। ତେଣୁ ମୁଁ ଯିରୂଶାଲମଠାରୁ ଇଲିରିକମକୁ ଯାତ୍ରା କରିବାବେଳେ ପଥ ମଧ୍ୟରେ ଖ୍ରୀଷ୍ଟଙ୍କ ଶୁଭବାର୍ତ୍ତା ବିଶଦଭାବେ ପ୍ରଚାର କରିଛି।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ଏହି ପ୍ରକାରେ ଯିରୂଶାଲମଠାରୁ ଇଲ୍ଲୁରିକ ଦେଶ ପର୍ଯ୍ୟନ୍ତ ଚତୁର୍ଦ୍ଦିଗରେ ମୁଁ ଖ୍ରୀଷ୍ଟଙ୍କ ସୁସମାଚାର ସମ୍ପୂର୍ଣ୍ଣ ରୂପେ ପ୍ରଚାର କରିଅଛି,

Viz kapitola kopírovat

ପବିତ୍ର ବାଇବଲ

19 ସେମାନେ ଆଶ୍ଚର୍ଯ୍ୟକର୍ମ ଓ ଅଦ୍ଦ୍‌‌ଭୂତ ଘଟଣା ମାଧ୍ୟମରେ ପବିତ୍ରଆତ୍ମାଙ୍କର ଶକ୍ତିରେ ପରମେଶ୍ୱରଙ୍କୁ ମାନିଛନ୍ତି। ମୁଁ ଯିରୁଶାଲମଠାରୁ ଇଲ୍ଲୁରିକ ଗ୍ଭରିପଟ ଅଞ୍ଚଳରେ ଖ୍ରୀଷ୍ଟଙ୍କ ସୁସମାଗ୍ଭର ପ୍ରଗ୍ଭର କଲି ଓ ମୋର ସେହି କାର୍ଯ୍ୟ ସମାପ୍ତ କଲି।

Viz kapitola kopírovat




ରୋମୀୟ 15:19

Následuj nás:

Reklamy


Reklamy