ରୋମୀୟ 15:28 - ଓଡିଆ ବାଇବେଲ28 ଅତଏବ, ଏହି କର୍ମ ସମ୍ପନ୍ନ କଲା ଉତ୍ତାରେ ଓ ଏହି ସଂଗୃହୀତ ଧନରୂପ ଫଳ ସେମାନଙ୍କ ହସ୍ତରେ ସମର୍ପଣ କଲା ପରେ ତୁମ୍ଭମାନଙ୍କ ନିକଟ ଦେଇ ସ୍ପେନକୁ ଯିବି । Viz kapitolaପବିତ୍ର ବାଇବଲ (Re-edited) - (BSI)28 ଅତଏବ, ଏହି କର୍ମ ସମ୍ପନ୍ନ କଲା ଉତ୍ତାରେ ଓ ଏହି ସଂଗୃହୀତ ଧନରୂପ ଫଳ ସେମାନଙ୍କ ହସ୍ତରେ ସମର୍ପଣ କଲା ପରେ ତୁମ୍ଭମାନଙ୍କ ନିକଟ ଦେଇ ସ୍ପେନକୁ ଯିବି। Viz kapitolaପବିତ୍ର ବାଇବଲ (CL) NT (BSI)28 ଯିରୂଶାଲମରେ ସେହି ଅର୍ଥ ହସ୍ତାନ୍ତର କରି ମୋର କାର୍ଯ୍ୟ ଶେଷ କରିବା ପରେ, ମୁଁ ସ୍ପେନ ଯାତ୍ରାରେ ବାହାରିବି ଓ ବାଟରେ ତୁମ୍ଭମାନଙ୍କୁ ଦେଖି ଆସିବି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT28 ଅତଏବ, ଏହି କର୍ମ ସମ୍ପନ୍ନ କଲା ଉତ୍ତାରେ ଓ ଏହି ସଂଗୃହୀତ ଧନରୂପ ଫଳ ସେମାନଙ୍କ ହସ୍ତରେ ସମର୍ପଣ କଲା ପରେ ତୁମ୍ଭମାନଙ୍କ ନିକଟ ଦେଇ ସ୍ପେନକୁ ଯିବି। Viz kapitolaପବିତ୍ର ବାଇବଲ28 ଅତଏବ, ମୁଁ ଏହି ସେବାମୂଳକ କର୍ମ ଏକାଠି ଶେଷ କରିସାରିବା ପରେ ଏବଂ ଏହି ଧନକୁ ସୁରକ୍ଷିତ ଭାବରେ ଯିରୁଶାଲମର ଗରିବମାନଙ୍କୁ ଦେଲା ପରେ ତୁମ୍ଭମାନଙ୍କ ନଗର ବାଟ ଦେଇ ସ୍ପେନ ଯିବି। ଗଲା ବାଟରେ ମୁଁ ତୁମ୍ଭମାନଙ୍କୁ ଦେଖା କରିବି ଓ ସେଠାରେ ରହିବି। Viz kapitola |