ରୋମୀୟ 15:4 - ଓଡିଆ ବାଇବେଲ4 ପୁଣି, ଆମ୍ଭେମାନେ ଯେପରି ଶାସ୍ତ୍ର ଅନୁସାରେ ଧୈର୍ଯ୍ୟ ଓ ସାନ୍ତ୍ୱନା ଦ୍ୱାରା ଭରସା ପ୍ରାପ୍ତ ହେଉ, ଏଥି ନିମନ୍ତେ ପୂର୍ବକାଳରେ ଯାହା ଯାହା ଲେଖା ହୋଇଥିଲା, ସେହି ସବୁ ଆମ୍ଭମାନଙ୍କର ଶିକ୍ଷା ପାଇଁ ଲେଖା ହୋଇଅଛି । Viz kapitolaପବିତ୍ର ବାଇବଲ (Re-edited) - (BSI)4 ପୁଣି, ଆମ୍ଭେମାନେ ଯେପରି ଶାସ୍ତ୍ରଲବ୍ଧ ଧୈର୍ଯ୍ୟ ଓ ସାନ୍ତ୍ଵନା ଦ୍ଵାରା ଭରସା ପ୍ରାପ୍ତ ହେଉ, ଏଥିନିମନ୍ତେ ପୂର୍ବକାଳରେ ଯାହା ଯାହା ଲେଖା ହୋଇଥିଲା, ସେହିସବୁ ଆମ୍ଭମାନଙ୍କର ଶିକ୍ଷା ପାଇଁ ଲେଖା ହୋଇଅଛି। Viz kapitolaପବିତ୍ର ବାଇବଲ (CL) NT (BSI)4 ଶାସ୍ତ୍ରର ଶିକ୍ଷାସବୁ ଆମ୍ଭମାନଙ୍କ ଉପକାର ନିମିତ୍ତ ଉଦ୍ଦିଷ୍ଟ। ଭରସାରେ ସ୍ଥିର ରହିବା ନିମନ୍ତେ ଶାସ୍ତ୍ର ଆମ୍ଭମାନଙ୍କୁ ଧୈର୍ଯ୍ୟ ଓ ଉତ୍ସାହ ପ୍ରଦାନ କରେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ପୁଣି, ଆମ୍ଭେମାନେ ଯେପରି ଶାସ୍ତ୍ର ଅନୁସାରେ ଧୈର୍ଯ୍ୟ ଓ ସାନ୍ତ୍ୱନା ଦ୍ୱାରା ଭରସା ପ୍ରାପ୍ତ ହେଉ, ଏଥିନିମନ୍ତେ ପୂର୍ବକାଳରେ ଯାହା ଯାହା ଲେଖା ହୋଇଥିଲା, ସେହିସବୁ ଆମ୍ଭମାନଙ୍କର ଶିକ୍ଷା ପାଇଁ ଲେଖା ହୋଇଅଛି। Viz kapitolaପବିତ୍ର ବାଇବଲ4 ଶାସ୍ତ୍ରରେ ଯେଉଁ କଥା ମାନ ଲେଖା ଅଛି, ସେଗୁଡ଼ିକ ଦ୍ୱାରା ଆମ୍ଭର ଧୈର୍ଯ୍ୟ ଓ ଶକ୍ତି ବଢ଼େ ଓ ଆମ୍ଭେ ଭରସା ଲାଭ କରୁ। Viz kapitola |