ରୋମୀୟ 15:8 - ଓଡିଆ ବାଇବେଲ8 କାରଣ ମୁଁ କହେ, ଖ୍ରୀଷ୍ଟ, ଈଶ୍ୱରଙ୍କ ସତ୍ୟ ନିମନ୍ତେ ସୁନ୍ନତିପ୍ରାପ୍ତ ଲୋକମାନଙ୍କର ସେବକ କରାଯାଇଅଛନ୍ତି, ଯେପରି ସେ ପିତୃପୁରୁଷମାନଙ୍କୁ ପ୍ରଦତ୍ତ ପ୍ରତିଜ୍ଞାସକଳ ସ୍ଥିର କରନ୍ତି, Viz kapitolaପବିତ୍ର ବାଇବଲ (Re-edited) - (BSI)8 କାରଣ ମୁଁ କହେ, ଖ୍ରୀଷ୍ଟ ଈଶ୍ଵରଙ୍କ ସତ୍ୟ ନିମନ୍ତେ ସୁନ୍ନତି ଲୋକମାନଙ୍କର ସେବକ କରାଯାଇଅଛନ୍ତି, ଯେପରି ସେ ପିତୃପୁରୁଷମାନଙ୍କୁ ପ୍ରଦତ୍ତ ପ୍ରତିଜ୍ଞାସକଳ ସ୍ଥିର କରନ୍ତି, Viz kapitolaପବିତ୍ର ବାଇବଲ (CL) NT (BSI)8 କାରଣ ଖ୍ରୀଷ୍ଟଙ୍କ ସେବାର ଜୀବନ ଇହୁଦୀମାନଙ୍କ ପାଇଁ ଉଦ୍ଦିଷ୍ଟ ଥିଲା। ସେମାନଙ୍କୁ ସେ ଦେଖାଇବାକୁ ଚାହୁଁଥିଲେ ଯେ ଈଶ୍ୱର ବିଶ୍ୱସ୍ତ, ଇହୁଦୀ ଜାତିର ପୂର୍ବପୁରୁଷମାନଙ୍କୁ ଦେଇଥିବା ତାଙ୍କ ପ୍ରତିଜ୍ଞାସବୁ ସେ ପାଳନ କରିବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 କାରଣ ମୁଁ କହେ, ଖ୍ରୀଷ୍ଟ, ଈଶ୍ବରଙ୍କ ସତ୍ୟ ନିମନ୍ତେ ସୁନ୍ନତିପ୍ରାପ୍ତ ଲୋକମାନଙ୍କର ସେବକ କରାଯାଇଅଛନ୍ତି, ଯେପରି ସେ ପିତୃପୁରୁଷମାନଙ୍କୁ ପ୍ରଦତ୍ତ ପ୍ରତିଜ୍ଞାସକଳ ସ୍ଥିର କରନ୍ତି, Viz kapitolaପବିତ୍ର ବାଇବଲ8 ଏହି କର୍ମ ପରମେଶ୍ୱରଙ୍କୁ ମହିମା ପ୍ରଦାନ କରିବ। ମୁଁ ତୁମ୍ଭମାନଙ୍କୁ କହିଛି ଯେ, ପରମେଶ୍ୱର ଯିହୂଦୀମାନଙ୍କର ପୂର୍ବପୁରୁଷମାନଙ୍କୁ ଯାହା ପ୍ରତିଜ୍ଞା ସବୁ ପ୍ରଦାନ କରିଛନ୍ତି ତାହା ସତ୍ୟ ବୋଲି ପ୍ରମାଣିତ କରିବା ପାଇଁ, ଖ୍ରୀଷ୍ଟ ଯିହୂଦୀମାନଙ୍କର ସେବକ ହେଲେ। Viz kapitola |